Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦ରେ ଓଡ଼ିଶା ଆସିବେ ଅମିତ ଶାହ

by ସଞ୍ଜୟ ସ୍ୱାଇଁ
May 3, 2025
in State
୧୦ରେ ଓଡ଼ିଶା ଆସିବେ ଅମିତ ଶାହ
29
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆସନ୍ତା ୧୦ରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ଏହି ଗସ୍ତ ସମୟରେ ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସୂଚନାନୁଯାୟୀ, କେନ୍ଦ୍ର ଗୃହମନ୍ତ୍ରୀ ୧୦ରେ ଭୁବନେଶ୍ୱରରେ ପହଞ୍ଚିବା ପରେ ସେଠାରୁ ସେ ସିଧାସଳଖ ଜଟଣୀ ଯିବେ । ଜଟଣୀରେ ଫରେନ୍ସିକ୍ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ । ସେହିଦିନ ସନ୍ଧ୍ୟାରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ । ୧୧ ତାରିଖରେ ଶାହ ସମ୍ବଲପୁର ଯାଇ ବିଭିନ୍ନ ଜନକଲ୍ୟାଣ ପ୍ରକଳ୍ପର ଶିଳାନ୍ୟାସ କରିବେ । ମା’ ସମଲେଶ୍ୱରୀ ମନ୍ଦିରରେ ଦର୍ଶନ ସହ ପୂଜାର୍ଚ୍ଚନା ମଧ୍ୟ କରିବାର କାର୍ଯ୍ୟକ୍ରମ ରହିଛି । ସେଠାରୁ ଫେରି ସେ ଭୁବନେଶ୍ୱର ଜନତା ମଇଦାନରେ ବହୁ ପ୍ରକଳ୍ପର ଶିଳାନ୍ୟାସ କରିବେ ଏବଂ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି । ୧୧ ସନ୍ଧ୍ୟାରେ ସେ ନୂଆଦିଲ୍ଲୀ ଫେରିବେ । ଶାହଙ୍କ ଏ ଗସ୍ତକୁ ନେଇ ବିଜେପି କ୍ୟାମ୍ପରେ ବେଶ ତତ୍ପରତା ପ୍ରକାଶ ପାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!