Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରେଲ୍ ୱେ ଟ୍ରାକ୍ରୁ ଯୁବକଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
May 3, 2025
in State
ରେଲ୍ ୱେ ଟ୍ରାକ୍ରୁ ଯୁବକଙ୍କ ମୃତଦେହ ଉଦ୍ଧାର
116
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବଲାଙ୍ଗୀର ଜିଲ୍ଲା ରହେନଭଟା ଗାଁ ନିକଟ ରେଲ୍ ୱେ ଟ୍ରାକ୍ରେ ପଡ଼ିଛି ଯୁବକଙ୍କ ମୃତଦେହ । ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି ଜିଆରପି ପୋଲିସ । ମୃତ ଯୁବକଙ୍କ ପରିଚୟ ଅସ୍ପଷ୍ଟ ଥିବା ବେଳେ ତାଙ୍କ ମୃତ୍ୟୁର କାରଣ ମଧ୍ୟ ଜଣାପଡ଼ି ନାହିଁ । ସୂଚନା ମୁତାବକ, ରହେନଭଟା ଗାଁ ନିକଟ ରେଲୱେ ଟ୍ରାକ୍ରେ ଜଣେ ଅଜଣା ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ଜିଆରପି ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଜିଆରପି ପୋଲିସ ଘଟଣାର ତଦନ୍ତ ଚଳାଇଛି । ତେବେ ରେଲ୍ ୱେ ଟ୍ରାକ୍ରେ ମୃତଦେହ ପଡ଼ି ରହିଥିବା ବେଳେ ଅନତି ଦୂରରେ ଏକ ବୁଲେଟ୍ ଗାଡ଼ି ଥିବା ମଧ୍ୟ ଦେଖିବାକୁ ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!