Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାଇଓ୍ବାକୁ ଧକ୍କାଦେଲା ଆଇରନ ବୋଝେଇ ଟ୍ରକ, ଚାଲିଗଲା ଦୁଇ ଜଣଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
May 4, 2025
in Accident, State
ହାଇଓ୍ବାକୁ ଧକ୍କାଦେଲା ଆଇରନ ବୋଝେଇ ଟ୍ରକ, ଚାଲିଗଲା ଦୁଇ ଜଣଙ୍କ ଜୀବନ
36
VIEWS
Share on FacebookShare on Twitter

ପାରାଦୀପ, (ବାଘୁଆବାର୍ତ୍ତା): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳରେ ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାରେ ଦୁଇଜଣ ହାଇଓ୍ବା ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ବନ୍ଦରର ଆଇ -ଟେନ୍ ପ୍ଲଟ ସମ୍ମୁଖରେ ଏକ ହାଇଓ୍ବା ଗାଡ଼ି ଖରାପ ହେବାରୁ ତାକୁ ଦୁଇଜଣ ଡ୍ରାଇଭର ମିଶି ସଜାଡୁଥିଲେ। ଏହି ସମୟରେ ଏକ ଆଇରନ ବୋଝେଇ ଟ୍ରକ ଦୃତ ଗତିରେ ଆସି ହାଇଓ୍ବାକୁ ଧକ୍କା ଦେଇଥିଲା । ଫଳରେ କେବିନ୍ ଭିତରେ ହାଇଓ୍ବା ଡ୍ରାଇଭର ଦୁଇଜଣ ଚାପି ହୋଇ ଯାଇଥିଲେ। ଅନ୍ୟ ଡ୍ରାଇଭର ମାନେ ତାଙ୍କୁ ଉଦ୍ଧାର କରି ଅଠରବାଙ୍କି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ହେଲେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି । ମୃତ ଦୁଇ ଡ୍ରାଇଭର ହେଲେ ରତ୍ନାକର ସ୍ବାଇଁ ଓ ଚନ୍ଦନ ଜେନା । ଧକ୍କା ଦେଇଥିବା ଆଇରନ ଟ୍ରକ୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ଏହି ଘଟଣାକୁ ନେଇ ବନ୍ଦର ନିଷିଦ୍ଧାଞ୍ଚଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି । କାମ ବନ୍ଦ କରି ହାଇଓ୍ବା ଡ୍ରାଇଭର ମାନେ ନେହେରୁବଙ୍ଗଳା ରାସ୍ତା ସହିତ ବନ୍ଦରର ଦୁଇ ନମ୍ବର, ତିନି ନମ୍ବର ଗେଟକୁ ବନ୍ଦ କରି ଧାରଣା ଦେଇଛନ୍ତି । ରାତି ଦୁଇଟା ଠାରୁ ପଣ୍ୟ ପରିବହନ ସମ୍ପୁର୍ଣ୍ଣ ବନ୍ଦ ହୋଇଯାଇଛି ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!