Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲୁହା ରଡରେ ପିଟି ମିସ୍ତ୍ରିଙ୍କୁ ହତ୍ୟା

by ସଞ୍ଜୟ ସ୍ୱାଇଁ
May 4, 2025
in Crime, State
ଲୁହା ରଡରେ ପିଟି ମିସ୍ତ୍ରିଙ୍କୁ ହତ୍ୟା
81
VIEWS
Share on FacebookShare on Twitter

ଫୁଲନଖରା, (ବାଘୁଆବାର୍ତ୍ତା): କଟକ ସଦର ଥାନା ଅନ୍ତର୍ଗତ ଗୋପାଳପୁର ବଢ଼େଇସାହି ନିକଟ ରେଳପୋଲ ନିକଟରେ ଜଣେ ବ୍ୟକ୍ତିଙ୍କୁ ଲୁହା ରଡରେ ପିଟି ହତ୍ୟା କରାଯାଇଛି। ମୃତ ବ୍ୟକ୍ତି ହେଉଛନ୍ତି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଅଞ୍ଚଳର ମଧୁସୂଦନ ମହାରଣାଙ୍କ ପୁଅ ଚକ୍ରଧର ମହାରଣା(୬୦)। ଚକ୍ରଧର ଏକ ଜଳଖିଆ ଦୋକାନରେ ବସି ଚା’ ପିଉଥିବା ବେଳେ ପଛରୁ ଜଣେ ବ୍ୟକ୍ତି ଆସି ଏକ ମୋଟା ଲୁହାରଡ୍ରେ ତାଙ୍କ ମୁଣ୍ଡକୁ ଜୋରରେ ପିଟି ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। କଟକ ସଦର ଥାନା ପୁଲିସ ପହଞ୍ଚି ହତ୍ୟାକାରୀକୁ ଧରିବା ପାଇଁ ଉଦ୍ୟମ କରିଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!