Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରାଦୀପ ବନ୍ଦର ଭିତରେ ମର୍ମନ୍ତୁଦ ଦୁର୍ଘଟଣା

by ସଞ୍ଜୟ ସ୍ୱାଇଁ
May 4, 2025
in Accident, State
ପାରାଦୀପ ବନ୍ଦର ଭିତରେ ମର୍ମନ୍ତୁଦ ଦୁର୍ଘଟଣା
65
VIEWS
Share on FacebookShare on Twitter

ପାରାଦୀପ, (ବାଘୁଆବାର୍ତ୍ତା): ୨ ଡ୍ରାଇଭରଙ୍କୁ ଚାପି ଦେଲା ଟ୍ରକ। ପାରାଦୀପ ପୋର୍ଟ ନିଷିଦ୍ଧାଞ୍ଚଳରେ ଦୁର୍ଘଟଣା । ଏକ ବ୍ରେକ୍ ଡାଉନ୍ ହାଇଓ୍ବାକୁ କାମ କରୁଥିବା ବେଳେ ଚାପି ଦେଲା ଆଇରନ ବୋଝେଇ ଟ୍ରକ । ବନ୍ଦରର i-10 ସମ୍ମୁଖରେ ଘଟିଛି ଦୁର୍ଘଟଣା। ହାଇଓ୍ବା ଗାଡ଼ି ଖରାପ ହେବାରୁ ଦୁଇଜଣ ଡ୍ରାଇଭର ଗାଡ଼ିର କେବିନ୍ ଭିତରେ ପଶି କାମ କରୁଥିଲେ। ଏହି ସମୟରେ ଏକ ଆଇରନ ବୋଝେଇ ଟ୍ରକ୍ ଦୃତ ଗତିରେ ଆସି ହାଇଓ୍ବା କୁ ଧକ୍କା ଦେଇଥିଲା। ଫଳରେ କେବିନ୍ ଭିତରେ ହାଇଓ୍ବା ଡ୍ରାଇଭର ଦୁଇଜଣ ଚାପି ହୋଇ ଯାଇଥିଲେ। ଅନ୍ୟ ଡ୍ରାଇଭରମାନେ ତାଙ୍କୁ ସେଠାରୁ ବାହାର କରି ସଙ୍ଗେ ସଙ୍ଗେ ଅଠରବାଙ୍କି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ମାତ୍ର ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କହିଥିଲେ। ମୃତ ଦୁଇ ଡ୍ରାଇଭର ହେଲେ ରତ୍ନାକର ସ୍ବାଇଁ ଓ ଚନ୍ଦନ ଜେନା। ଧକ୍କା ଦେଇଥିବା ଆଇରନ ଟ୍ରକ୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଏହି ଘଟଣାକୁ ନେଇ ବନ୍ଦର ନିଷିଦ୍ଧାଞ୍ଚଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!