Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଣପୁରରେ ଚାଇଲଡ଼ି ଟ୍ରାକିଙ୍ଗ ସର୍ଭେ କାର୍ଯ୍ୟ ପରିଦର୍ଶନ କଲେ ଯୁଗ୍ମ ନିର୍ଦ୍ଦେଶିକା

by ସଞ୍ଜୟ ସ୍ୱାଇଁ
May 4, 2025
in Nayagarh, State
ରଣପୁରରେ ଚାଇଲଡ଼ି ଟ୍ରାକିଙ୍ଗ ସର୍ଭେ କାର୍ଯ୍ୟ ପରିଦର୍ଶନ କଲେ ଯୁଗ୍ମ ନିର୍ଦ୍ଦେଶିକା
124
VIEWS
Share on FacebookShare on Twitter

ରଣପୁର, (ବାଘୁଆବାର୍ତ୍ତା): ନୟାଗଡ ଜିଲ୍ଲା ରଣପୁର ବ୍ଲକରେ ଚାଲିଥିବା ଚାଇଲଡ଼ି ଟ୍ରାକିଙ୍ଗ ସର୍ଭେ (CTS) କାର୍ଯ୍ୟର ବ୍ୟବସ୍ଥାପନା ଓ ପ୍ରଗତିକୁ ନିଜେ ଘୁରି ଦେଖିଲେ ରାଜ୍ୟ ସରକାରଙ୍କ ଯୁଗ୍ମ ନିର୍ଦ୍ଦେଶିକା ରାଜଶ୍ରୀ ପଟ୍ଟନାୟକ | ଏହି ପରିଦର୍ଶନ ସମୟରେ ନୟାଗଡ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ବନଲତା ବେହେରା ଓ ରଣପୁର ବ୍ଲକ ଶିକ୍ଷା ଅଧିକାରୀ ପିଣ୍ଟୁ କୁମାର ପ୍ରଧାନ ମଧ୍ୟ ଉପସ୍ଥିତ ରହି ସ୍ଥାନୀୟ ଅଞ୍ଚଳରେ ହେଉଥିବା ସର୍ଭେ କାର୍ଯ୍ୟକୁ ନିରୀକ୍ଷଣ କରିଥିଲେ |

ଯୁଗ୍ମ ନିର୍ଦ୍ଦେଶିକା ଶ୍ରୀମତୀ ପଟ୍ଟନାୟକ ଏହି ବିଷୟରେ ନୟାଗଡ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକଙ୍କ ସହିତ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଥିଲେ। ସେମାନେ ଏହି କାର୍ଯ୍ୟକୁ ଏକ ଗୁରୁତ୍ୱପୂର୍ଣ୍ଣ ଶିକ୍ଷା ସଂପର୍କିତ ଉଦ୍ୟମ ବୋଲି ବିବେଚନା କରି ସମ୍ପୂର୍ଣ୍ଣ ସହଯୋଗ ଦେବା ପ୍ରତିଶ୍ରୁତି ଦେଇଛନ୍ତି | ସର୍ଭେ ମାଧ୍ୟମରେ ବିଦ୍ୟାଳୟରୁ ବିଚ୍ଛିନ୍ନ ହୋଇଥିବା ଶିଶୁମାନଙ୍କ ତଥ୍ୟ ସଂଗ୍ରହ କରି ସେମାନଙ୍କୁ ପୁଣି ପାଠପଢ଼ି ଆଣିବା ପାଇଁ ପ୍ରୟାସ ଚାଲିଛି। ଏହି କାର୍ଯ୍ୟରେ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀମାନେ ନିୟୋଜିତ ହୋଇଛନ୍ତି | ସେମାନେ ଘରକୁ ଘରକୁ ବୁଲି ତଥ୍ୟ ସଂଗ୍ରହ କରି ମୋବାଇଲ ଆପ୍ଲିକେସନ ମାଧ୍ୟମରେ ସର୍ଭେ କରୁଛନ୍ତି |

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!