Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରେଗୁଟ୍ଟା ପାହାଡ଼ରେ ମାଓ ବିରୋଧୀ ଅପରେସନ

by ସଞ୍ଜୟ ସ୍ୱାଇଁ
May 7, 2025
in State
କରେଗୁଟ୍ଟା ପାହାଡ଼ରେ ମାଓ ବିରୋଧୀ ଅପରେସନ
45
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଛତିଶଗଡ ତେଲେଙ୍ଗାନା ସୀମାନ୍ତ କରେଗୁଟ୍ଟା ପାହାଡ଼ରେ ଚାଲିଥିବା ଦେଶର ସବୁଠାରୁ ବଡ ମାଓ ବିରୋଧୀ ଅପରେସନରେ ସୁରକ୍ଷା ବାହିନୀକୁ ମିଳିଲା ବଡ଼ ସଫଳତା । ବୁଧବାର ସକାଳେ ଆରମ୍ଭ ହୋଇଥିବା ନକ୍ସଲ ଏନକାଉଣ୍ଟରରେ ବର୍ତ୍ତମାନ ସୁଦ୍ଧା ୨୦ ରୁ ୨୨ ନକ୍ସଲ ପନ୍ଥିଙ୍କୁ ନିପାତ କରିବାରେ ସଫଳ ହୋଇଛନ୍ତି ସୁରକ୍ଷା କର୍ମୀ । ଅପରେସନ୍ କାଗାର ଜାରି ରହିଥିବା ବେଳେ ନିହତ ନକ୍ସଲଙ୍କ ସଂଖ୍ୟା ବୃଦ୍ଧି ହୋଇପାରେ ବୋଲି ପୋଲିସ ସୂତ୍ରରୁ ଜଣାପଡିଛି । ଏହି ଅପରେସନ୍ ଉପରେ ଦିଲ୍ଲୀରୁ ନଜର ରଖିଛନ୍ତି ସିଆରପିଏଫ୍ ଡିଜି ଜ୍ଞାନେନ୍ଦ୍ର ପ୍ରତାପ ସିଂହ, ଛତିଶଗଡ ଏଡିଜି ନକ୍ସଲ ଅପ୍ସ ବିବେକାନନ୍ଦ ସିହ୍ନା, CRPF ଆଇଜି ରାକେଶ ଅଗ୍ରୱାଲ ଏବଂ ବସ୍ତର ଆଇଜିପି ସୁନ୍ଦରରାଜ । ସନ୍ଧ୍ୟା ସୁଦ୍ଧା ଏକ ଐତିହାସିକ ସଫଳତା ଆଡକୁ ଅଗ୍ରସର ହୋଇପାରେ ବୋଲି ଜଣାପଡିଛି । ଡିଆରଜି କୋବ୍ରା ସିଆରପିଏଫ ଏସଟିଏଫ ର ଜବାନ ମାନେ ନକ୍ସଲ ମାନଙ୍କୁ ନିରନ୍ତର ଉଚିତ ଜବାବ ଦେଉଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!