Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖୁବଶୀଘ୍ର ରାଜ୍ୟରେ ଆରମ୍ଭ ହେବ କୁଳପତି ଓ ପ୍ରଫେସର ନିଯୁକ୍ତି ପ୍ରକ୍ରିୟା

by ସଞ୍ଜୟ ସ୍ୱାଇଁ
May 8, 2025
in State
ଖୁବଶୀଘ୍ର ରାଜ୍ୟରେ ଆରମ୍ଭ ହେବ କୁଳପତି ଓ ପ୍ରଫେସର ନିଯୁକ୍ତି ପ୍ରକ୍ରିୟା
44
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ସୁପ୍ରିମକୋର୍ଟ ରାୟ ପରେ ବିଶ୍ୱ ବିଦ୍ୟାଳୟ ନିଯୁକ୍ତିରେ ଫିଟିଲା ବାଟ । ଆଇନଗତ ପ୍ରତିବନ୍ଧକ ହଟିବା ପରେ ପ୍ରତିକ୍ରିୟା ରଖିଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୂରଜ । ଲେକଚର ଓ ପ୍ରଫେସର ନିଯୁକ୍ତିରେ ଅସଙ୍ଗତି ରହିଥିଲା ତାହାକୁ ସୁପ୍ରିମକୋର୍ଟ ଦୂର କରିଛନ୍ତି। ଖୁବଶୀଘ୍ର ରାଜ୍ୟରେ ଆରମ୍ଭ ହେବ କୁଳପତି ଓ ପ୍ରଫେସର ନିଯୁକ୍ତି ପ୍ରକ୍ରିୟା ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୂରଜ କହିଛନ୍ତି। ନିଯୁକ୍ତିକୁ ନେଇ ନ୍ୟାୟକି ଅସଙ୍ଗତି ଯାହା ରହିଥିଲା ତାହା ଉଠି ସାରିଛି । ଖୁବଶୀଘ୍ର କୁଳପତି ଓ ପ୍ରଫେସର ନିଯୁକ୍ତି ଆରମ୍ଭ ହେବ। ସେଥିପାଇଁ ପ୍ରସ୍ତୁତ ଅଛୁ । ଏକା ସାଙ୍ଗ ରେ ଏହି ଦୁଇଟି ପ୍ରକ୍ରିୟା ଆଗକୁ ଆଗେଇବ । ଗତ ମାସ ରେ ରାଜ୍ୟ ସରକାର ଯେଉଁ ଅଧ୍ୟାଦେଶ ଆଣିଥିଲେ ତାହା ୟୁଜିସି ସହ ସମନ୍ୱୟ ରକ୍ଷା କରି ଅଣା ଯାଇଛି । ୨୦୨୦ ରେ ଯେଉଁ ନୀତି ଅଣା ଯାଇଥିଲା ତାହା ୟୁଜିସି ର ନିୟମକୁ ଉଲଂଘନ କରୁଥିଲା ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୂରଜ କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!