Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁବନେଶ୍ବର ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

by ସଞ୍ଜୟ ସ୍ୱାଇଁ
May 9, 2025
in State
ଭୁବନେଶ୍ବର ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
113
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ବର ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି। ଭୁବନେଶ୍ୱରରୁ ପାଟଣା ଯିବାକୁ ଥିବା 6E6485 ନମ୍ବର ଫ୍ଲାଇଟକୁ ବାତିଲ କରାଯାଇଛି । ଅନ୍ୟସବୁ ଫ୍ଲାଇଟ ନିର୍ଦ୍ଧାରିତ ସମୟରେ ଉଡାଣ ଭରୁଥିବା ବେଳେ ଭୁବନେଶ୍ୱରରୁ ପାଟଣା ଫ୍ଲାଇଟ ବାତିଲ ହୋଇଛି । ବାତିଲ ହେବାର କାରଣ ନେଇ ସଠିକ ସୂଚନା ମିଳିପାରିନାହିଁ ।ସେପଟେ ବିମାନବନ୍ଦର ପୂରା ଖାଁ ଖାଁ ରହିଛି । ଶୁକ୍ରବାର ଯେଉଁଭଳି ଭିଡ ଦୃଶ୍ୟମାନ ହେବା କଥା ତାହା ଆଜି ପରିଲକ୍ଷିତ ହୋଇନାହିଁ । ସେପଟେ ଦେଶର ସବୁ ବିମାନ ବନ୍ଦରକୁ ହାଇ ଆଲର୍ଟରେ ରଖାଯାଇଥିବା ବେଳେ ଭୁବନେଶ୍ଵର ବିମାନ ବନ୍ଦରରେ ବି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ସନ୍ଧାନୀ କୁକୁର ସାହାଯ୍ୟରେ ତନତନ୍ କରି ଯାଞ୍ଚ କରାଯାଉଛି । ବିଭିନ୍ନ ସ୍ଥାନରେ CISF ଯବାନ ମୁତୟନ ରହିଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!