Thursday, March 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚଳିତ ମାସ ଶେଷ ସୁଦ୍ଧା ନୂଆ ଅବକାରୀ ନୀତି

by ସଞ୍ଜୟ ସ୍ୱାଇଁ
May 9, 2025
in State
ଚଳିତ ମାସ ଶେଷ ସୁଦ୍ଧା ନୂଆ ଅବକାରୀ ନୀତି
104
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜ୍ୟ ସରକାର ଚଳିତ ମାସ ଶେଷ ସୁଦ୍ଧା ଆଣିବାକୁ ଯାଉଛନ୍ତି ରାଜ୍ୟ ଅବକାରୀ ନୀତି । ଏ ନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, ଏହି ପଲିସି ତିନି ବର୍ଷ ପାଇଁ କାର୍ଯ୍ୟକାରୀ ହେବ । ପୂର୍ବରୁ ଅବକାରୀ ନୀତି କେବଳ ଗୋଟିଏ ବର୍ଷ ପାଇଁ କାର୍ଯ୍ୟକାରୀ ହେଉଥିଲା । ଏହାପରେ ଅଧିକ ବିଚାରବିମର୍ଶ କରି ରାଜ୍ୟ ସରକାର ପଲିସିରେ କିଛିଟା ପରିବର୍ତ୍ତନ କରିବାକୁ ଯାଉଛନ୍ତି । ବିଭିନ୍ନ ରାଜ୍ୟର ଅବକାରୀ ନୀତିକୁ ତର୍ଜମା କରାଯାଇ ପଲିସିରେ ପରିବର୍ତ୍ତନ ସହ ଏହାକୁ କାର୍ଯ୍ୟକାରୀ କରିବାକୁ ଚିନ୍ତା କରାଯାଉଥିବା ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!