Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଘଟଣାରେ ଯୁବକ ମୃତ

by ସଞ୍ଜୟ ସ୍ୱାଇଁ
May 9, 2025
in Accident, Nayagarh, State
ଚଢ଼ିଗଲା ହାଇୱା
214
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଖଣ୍ଡପଡ଼ା ବ୍ଲକ ଅଧିନ ସିଧାମୂଳା ପଞ୍ଚାୟତ ରାଜକିଆରୀ ଛକ ନିକଟରେ ବାଇକ ଦୁର୍ଘଟଣାରେ ଶୁକ୍ରବାର ସକାଳ ୯ ଟାରେ ସିଧାମୂଳା ଗ୍ରାମର ଜୟକୃଷ୍ଣ ଦଳେଇଙ୍କ ସାନପୁଅ ରାଜକିଶୋର ଦଳେଇଙ୍କର ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ସ୍ଥାନୀୟ ଗ୍ରାମବାସୀଙ୍କ କହିବା ଅନୁଯାୟୀ ରାଜକିଶୋର ରାଜକିଆରୀ ଛକରୁ ସିଧାମୂଳା ଅଭିମୁଖେ ଆସୁଥିବା ବେଳେ ରାସ୍ତାରେ ବାଇକ ଦୁର୍ଘଟଣା ଘଟି ଗଭୀର ଆହତ ହୋଇଥିଲେ। ଖବରପାଇ ପରିବାର ଲୋକେ ସେଠାରେ ପହଂଚି ରାଜକିଶୋରଙ୍କୁ ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିବା ପରେ ଡାକ୍ତର ପରୀକ୍ଷା କରିବା ପରେ ତାଙ୍କୁ ମୃତ ଘୋଷଣା କରିଥିଲେ। ରାଜେଶଙ୍କ ଅକାଳ ବିୟୋଗରେ ପରିବାର ସମେତ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଖଣ୍ଡପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ଶବ ବ୍ୟବଚ୍ଛେଦ କରାଯାଇ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାଯାଇଛି। ଖଣ୍ଡପଡ଼ା ଥାନାରେ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!