Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାକିସ୍ତାନ ଗୁଳିମାଡରେ ରାଜୌରୀ ଅତିରିକ୍ତ ଜିଲ୍ଲା ବିକାଶ କମିଶନଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
May 10, 2025
in NATIONAL NEWS
ପାକିସ୍ତାନ ଗୁଳିମାଡରେ ରାଜୌରୀ ଅତିରିକ୍ତ ଜିଲ୍ଲା ବିକାଶ କମିଶନଙ୍କ ମୃତ୍ୟୁ
231
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ପାକିସ୍ତାନ ପକ୍ଷରୁ ଲଗାତାର ଭାରତ ସୀମାରେ ଗୁଳିମାଡ ହେବାରେ ଲାଗିଛି । ଶନିବାର ମଧ୍ୟ ପାକିସ୍ତାନ ସେନା ଜମ୍ମୁ-କାଶ୍ମୀରର ରାଜୌରୀରେ ଗୁଳି ମାଡ କରିଥିଲା। ଫଳରେ ଜମ୍ମୁ-କାଶ୍ମୀରର ଜଣେ ଅଧିକାରୀଙ୍କ ସହ ୫ଜଣଙ୍କ ମୃତ୍ୟୁ ହୋଇଛି । ଭାରତୀୟ ସେନା ସୂଚନା ମୁତାବକ , ରାଜୌରୀ ଜିଲ୍ଲାରେ ଥିବା ସରକାରୀ କ୍ବାର୍ଟରରେ ପାକିସ୍ତାନ ଗୁଳି ମାଡ ହେବାରୁ ରାଜୌରୀର ଅତିରିକ୍ତ ଜିଲ୍ଲା ବିକାଶ କମିଶନ ରାଜ କୁମାର ଥାପାଙ୍କ ସହ ଦୁଇ କର୍ମଚାରୀ ଗୁରୁତର ଆହତ ହେଲେ । ତାଙ୍କୁ ହସ୍ପିଟାଲ ନିଆଯାଇଥିଲେ ବି ସେଠାରେ ରାଜକୁମାର ଥାପାଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଦୁଇଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଏନେଇ ଜମ୍ମୁ-କାଶ୍ମୀର ମୁଖ୍ୟମନ୍ତ୍ରୀ ଉମର ଅବଦୁଲ୍ଲା ଏକ୍ସରେ ଟ୍ବିଟ କରି ଏହି ଦୁଃଖଦ ଖବର ଜଣାଇବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!