ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଭାରତ ଓ ପାକିସ୍ତାନ ମଧ୍ୟରେ ଜାରି ଉତ୍ତେଜନା ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି, ଭାରତ ଓ ପାକିସ୍ତାନ ତୁରନ୍ତ ଅସ୍ତ୍ରବିରତି ପାଇଁ ସହମତି ହୋଇଛନ୍ତି। ଶନିବାର ଏକ୍ସରେ ଏ ନେଇ ଟ୍ରମ୍ପ ବଡ଼ ସୂଚନା ଦେଇଛନ୍ତି।