Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍

by ସଞ୍ଜୟ ସ୍ୱାଇଁ
May 10, 2025
in Accident, State
ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍
48
VIEWS
Share on FacebookShare on Twitter

ରାଇରଙ୍ଗପୁର, (ବାଘୁଆବାର୍ତ୍ତା): ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ମୟୁରଭଞ୍ଜ ଜିଲ୍ଲା ବହଳଦା ଥାନା ଜିଆଳଦା ଚେଞ୍ଚଡା ଗଳାପୋଲ ନିକଟରେ ଭାରସାମ୍ୟ ହରାଇ ‘ଆପୁ’ ନାମକ ଯାତ୍ରୀବାହୀ ବସ୍ ରାସ୍ତା ତଳକୁ ଓଲଟିପଡିଥିଲା । ଫଳରେ ୧୭ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ଆହତଙ୍କୁ ଆମ୍ବୁଲାନ୍ସ ଯୋଗେ ରାଇରଙ୍ଗପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୟୁରଭଞ୍ଜ ଜିଲ୍ଲା ବହଳଦା ଥାନା ଜାରିଟାଣ୍ଡିରୁ କରଞ୍ଜିଆ ଯାଉଥିବା ‘ଆପୁ’ ନାମକ ବସ ବ୍ରେକ୍ ଫେଲ ହେବାରୁ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଥିବା ଚାଳକ କହିଛନ୍ତି । ଆହତ ଯାତ୍ରୀ ମାନଙ୍କ ମଧ୍ୟରୁ ୨ ଜଣ ଗୁରୁତର ଥିବାରୁ ତାଙ୍କୁ ବାରିପଦା ପିଆରଏମ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ବହଳଦା ପୋଲିସ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!