Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡିଜି କ୍ୟାମ୍ପ ଅଫିସରେ ଗୁରୁତ୍ୱପୂର୍ଣ୍ଣ ବୈଠକ

by ସଞ୍ଜୟ ସ୍ୱାଇଁ
May 10, 2025
in State
ଡିଜି କ୍ୟାମ୍ପ ଅଫିସରେ ଗୁରୁତ୍ୱପୂର୍ଣ୍ଣ ବୈଠକ
30
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଡିଜି କ୍ୟାମ୍ପ ଅଫିସରେ ଉଚ୍ଚସ୍ତରୀୟ ବୈଠକ । କୋଷ୍ଟାଲ ସିକ୍ୟୁରିଟିକୁ ନେଇ ଡିଜି ଓ୍ୱାଇ ବି ଖୁରାନିଆଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ଏହି ବୈଠକରେ ସିକ୍ୟୁରିଟି ଏଡିଜି ଅରୁଣ ବୋଥ୍ରା, ଆଇନ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, କେନ୍ଦ୍ରାଞ୍ଚଳ ଆଇଜି ପ୍ରବୀଣ କୁମାର, ଟୁଇନ୍ ସିଟି ପୋଲିସ କମିଶନର ଏସ୍ ଦେବଦତ୍ତ ସିଂହ ଉପସ୍ଥିତ ରହିଛନ୍ତି । ମିଳିଥିବା ଖବର ଅନୁସାରେ, ଭାରତ-ପାକିସ୍ତାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧ ସ୍ଥିତି ଉପୁଜୁଛି । ଯାହାକୁ ନେଇ ସବୁ ରାଜ୍ୟକୁ ଆଲର୍ଟ ଜାରି କରିଛନ୍ତି କେନ୍ଦ୍ର ସରକାର । ତେବେ ଏହିକ୍ରମରେ କୋଷ୍ଟାଲ ସୁରକ୍ଷା ନେଇ ସଜାଗ ହୋଇଛନ୍ତି ରାଜ୍ୟ ସରକାର । ଡିଜି କ୍ୟାମ୍ପ ଅଫିସରେ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ପୋଲିସ ଡିଜି ଓ୍ୱାଇ ବି ଖୁରାନିଆଙ୍କ ଅଧ୍ୟକ୍ଷତାରେ ଚାଲିଥିବା ବୈଠକ ସିକ୍ୟୁରିଟି ଏଡିଜି ଅରୁଣ ବୋଥ୍ରା, ଆଇନ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, କେନ୍ଦ୍ରାଞ୍ଚଳ ଆଇଜି ପ୍ରବୀଣ କୁମାର, ଟୁଇନ୍ ସିଟି ପୋଲିସ କମିଶନର ଏସ୍ ଦେବଦତ୍ତ ସିଂହ ଉପସ୍ଥିତ ରହିଛନ୍ତି । ତଟବର୍ତ୍ତୀ ଅଞ୍ଚଳରେ ରହୁଥିବା ଲୋକଙ୍କୁ କିପରି ସୁରକ୍ଷା ଯୋଗାଇ ଦିଆଯିବ । ଏହାସହିତ ତଟ ସୁରକ୍ଷା ପାଇଁ ସିକ୍ୟୁରିଟି ସିଷ୍ଟମକୁ କଡ଼ାକଡ଼ି କରାଯାଇଛି । ଆଗକୁ କୋଷ୍ଟ ଗାର୍ଡ ସଂଖ୍ୟା ମଧ୍ୟ ବୃଦ୍ଧି କରାଯିବ ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!