Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପରକୀୟା ପ୍ରୀତି, ଗୋଟିଏ ଘରୁ ମିଳିଲା ବିଧବା ମହିଳା-ପୁରୁଷଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
May 10, 2025
in Crime, State
ପରକୀୟା ପ୍ରୀତି,  ଗୋଟିଏ ଘରୁ ମିଳିଲା ବିଧବା ମହିଳା-ପୁରୁଷଙ୍କ ମୃତଦେହ
125
VIEWS
Share on FacebookShare on Twitter

ଭୋଗରାଇ, (ବାଘୁଆବାର୍ତ୍ତା): ବିଧବା ମହିଳାଙ୍କ ଘରୁ ମିଳିଲା ଦୁଇ ମୃତଦେହ । ମହିଳାଙ୍କ ସହ ପୁରୁଷଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ଉଭୟ ମୃତଦେହ ପଚି ସଢ଼ି ଦୁର୍ଗନ୍ଧ ବାହାରୁଥିବା ବେଳେ ଏପର୍ଯ୍ୟନ୍ତ ଶବକୁ ଉଦ୍ଧାର କରାଯାଇ ପାରିନାହିଁ । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସୂଚନାଯୋଗ୍ୟ ଯେ, ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଅଞ୍ଚଳରେ ଜଣେ ବିଧବା ମହିଳା ନିଜ ପୁଅ-ବୋହୂଙ୍କ ଠାରୁ ଅଲଗା ରହୁଥିଲେ । ମହିଳା ଜଣଙ୍କ ଘର ଠାରୁ କିଛି ଦୂରରେ ଆଉ ଏକ ଚାଳ କୁଡ଼ିଆରେ ଏକା ରହୁଥିଲେ । ତେବେ ଶନିବାର ହଠାତ ମହିଳାଙ୍କ ପୁଅ ଚାଳ କୁଡ଼ିଆକୁ ଆସିଥିବା ବେଳେ ଜଣେ ପୁରୁଷଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ । ତଳେ ତାଙ୍କ ମା’ଙ୍କ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ । ଏନେଇ ସେ ଗାଁ ଲୋକଙ୍କୁ ଖବର ଦେଇଥିଲେ । ଏଭଳି ଗୋଟିଏ ଘରୁ ମହିଳା-ପୁରୁଷଙ୍କ ମୃତଦେହ ଠାବ ହେବା ପରକୀୟା ପ୍ରୀତି ଆଡକୁ ସନ୍ଦେହ ବଢ଼ାଉଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!