Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବସିଥିବା ମହିଳାଙ୍କ ଉପରେ ଚଢ଼ିଗଲା କାର୍, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
May 11, 2025
in Accident, State
ବସିଥିବା ମହିଳାଙ୍କ ଉପରେ ଚଢ଼ିଗଲା କାର୍, ଜଣେ ମୃତ
36
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା କେଶରାପଲି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା l ରାସ୍ତା ପାଖରେ ବସିଥିବା କିଛି ମହିଳାଙ୍କ ଉପରେ ଚଢ଼ିଗଲା କାର୍। ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି। । ମୃତକ ହେଲେ ପଚାଶ ବର୍ଷୀୟା ସଂଯୁକ୍ତା ବିଷୋୟୀ। ଗୁରୁତରଙ୍କୁ ପ୍ରଥମେ ବ୍ରହ୍ମପୁର ଓ ପରେ ଭୁବେନେଶ୍ୱର ସ୍ଥାନାନ୍ତର କରାଯାଇଛି l ଗୁରୁତରଙ୍କ ମଧ୍ୟରେ ଅଛନ୍ତି ଜଣେ ଛଅ ବର୍ଷର ନାବାଳିକା l ଦୁର୍ଘଟଣାରେ ମୃତ୍ୟୁକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି। ମୃତକ ଓ ଗୁରୁତରଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ସାରା ରାତି ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି ଗ୍ରାମବାସୀ l ଫଳରେ ଉଭୟ ପାର୍ଶ୍ଵରେ ଶହ ଶହ ଯାନବାହାନ ଚଳାଚଳ ବନ୍ଦ ରହିଛି l ଘଟଣାସ୍ଥଳରେ ପ୍ରଶାସନିକ ଅଧିକାରୀ ମାନେ ପହଞ୍ଚି ରାସ୍ତାରୋକ ଗ୍ରାମବାସୀଙ୍କ ସହ ଆଲୋଚନା କରିଛନ୍ତି l ତେବେ ଏ ନେଇ ଘଟଣା ସ୍ଥଳରୁ ଲୋକଙ୍କ ସହ ଅଧିକ ଆଲୋଚନା କରିଛନ୍ତି ଆମ ଆସିକା ପ୍ରତିନିଧି ନରେନ୍ଦ୍ର ସାହୁ l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!