Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪୪୦ ଭୋଲ୍ଟ ତାରରୁ ଘରେ ଲାଗିଲା ନିଆଁ

by ସଞ୍ଜୟ ସ୍ୱାଇଁ
May 11, 2025
in State
୪୪୦ ଭୋଲ୍ଟ ତାରରୁ ଘରେ ଲାଗିଲା ନିଆଁ
43
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଘର ଆଗରେ ଥିବା ଖୁଣ୍ଟରୁ ଛିଡ଼ିଲା ୪୪୦ଭୋଲ୍ଟ ଇଲେକ୍ଟ୍ରି ତାର । ସର୍ଟ ସର୍କିଟ ପରେ ହେଲା ଭୟଙ୍କର ବିସ୍ଫୋରଣ । ତାରରୁ ନିଆଁ ବ୍ୟାପି ଜଳିଗଲା ଘର । ଅଳ୍ପକେ ବର୍ତିଲେ ପାଇକନଗର ଲେନ ୨ ବାସିନ୍ଦା । ନୟାପଲ୍ଲୀ ଥାନା ପାଇକନଗର କ୍ଳବ୍ ପାଖରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ପାଇକନଗର କ୍ଳବ୍ ପାଖରେ ଥିବା ଖୁଣ୍ଟରୁ ହଠାତ ୪୪୦ଭୋଲ୍ଟ ଇଲେକ୍ଟ୍ରି ତାର ଛିଡ଼ି ପଡ଼ିଥିଲା । ତାରଟି ଛିଡି ଏକ ଘର ଉପରେ ପଡ଼ିଥିଲା । ସେଠାରେ ସର୍ଟ ସର୍କିଟ ପରେ ଭୟଙ୍କର ବିସ୍ଫୋରଣ ହୋଇଥିଲା । ଚାହୁଁଚାହୁଁ ନିଆ ବ୍ୟାପି ଯାଇଥିଲା । ଫଳରେ ଦୀର୍ଘ ୪୫ ମିନିଟ ଧରି ନିଆଁ ବଳୟରେ ଫସି ରହିଥିଲେ ପରିବାରଲୋକେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ ବାହିନୀର କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରି ଲୋକଙ୍କୁ ଉଦ୍ଦର କରିଥିଲେ । ତେବେ ପୂର୍ବରୁ ଧଉଳି ଓ ବଡଗଡ ଥାନା ଅଧୀନରେ ଘଟିଛି ଏପରି ଘଟଣା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!