Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋରୁ ବୋଝେଇ ଟ୍ରକ୍ ଜବତ, ୪୦ ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
May 11, 2025
in State
ଗୋରୁ ବୋଝେଇ ଟ୍ରକ୍ ଜବତ, ୪୦ ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
41
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ୪୦ରୁ ଉର୍ଦ୍ଧ୍ୱ ଗୋରୁଙ୍କୁ ପଶ୍ଚିମବଙ୍ଗ କରାଯାଉଥିଲା ଚାଲାଣ । ଭୋଗରାଇ ଖେଡ଼ସାହିରୁ ଗୋରୁ ବୋଝେଇ ଟ୍ରକ୍ ଜବତ କଲା ପୋଲିସ । ଗାଡ଼ି ଛାଡ଼ି ଫେରାର ହେଲା ଡ୍ରାଇଭର । ଭୋଗରାଇ ଥାନାରେ ସମସ୍ତ ଗୋରୁଙ୍କୁ ରଖି ଘଟଣାର ତଦନ୍ତ କରୁଛି ପୋଲିସ । ସୂଚନା ମୁତାବକ, ସବୁଦିନ ଭଳି ପୋଲିସ ପାଟ୍ରୋଲିଂ କରୁଥିଲା । ଏହି ସମୟରେ ଏକ ଟ୍ରକ୍ ୪୦ରୁ ଉର୍ଦ୍ଧ୍ୱ ଗୋରୁଙ୍କୁ ନେଇ ପଶ୍ଚିମବଙ୍ଗ ଯାଉଥିଲା । ଏହା ଦେଖି ଗାଡ଼ିଟିକୁ ଜବତ କରିବା ବେଳେ ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇ ଯାଇଥିଲା । ଉକ୍ତ ଟ୍ରକ୍ରେ ଥିବା ସମସ୍ତ ଗୋରୁଙ୍କୁ ସୁରକ୍ଷିତ ଉଦ୍ଧାର କରିବା ପରେ ଭୋଗରାଇ ଥାନାରେ ରଖା ଯାଇଛି । ଏହା ସହିତ ଘଟଣାର ତଦନ୍ତ ଚଳାଇଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!