Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଙ୍ଗଲରୁ ବିପୁଳ ପରିମାଣର ଦେଶୀ ମଦ ଜବତ, ମାଫିଆ ଫେରାର

by ସଞ୍ଜୟ ସ୍ୱାଇଁ
May 11, 2025
in State
ଜଙ୍ଗଲରୁ ବିପୁଳ ପରିମାଣର ଦେଶୀ ମଦ ଜବତ, ମାଫିଆ ଫେରାର
62
VIEWS
Share on FacebookShare on Twitter

ଭବାନୀପାଟଣା, (ବାଘୁଆବାର୍ତ୍ତା): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ହାତୀମୁଣ୍ଡା ରେତ ଡ୍ୟାମ୍ ନିକଟ ଖାଇଙ୍ଗ ଜଙ୍ଗଲରେ ବେଆଇନ୍ ଦେଶୀ ବିଷାକ୍ତ ମଦ ପ୍ରସ୍ତୁତ ଚାଲିଥିବା ବେଳେ ଅବକାରୀ ବିଭାଗର ଚଢାଉ । ଚଢାଉ କରି ୨୭ଟି ପ୍ଲାଷ୍ଟିକ ଡ୍ରମ୍ ମହୁଲ ପୋଚ ସହ ୨୨୦ ଲିଟର ଦେଶି ମଦ ଜବତ କରି ଘଟଣା ସ୍ଥଳରେ ନଷ୍ଟ କରାଯାଇଛି । ହେଲେ ମଦ ମାଫିଆ ଫେରାର ମାରିଥିବା ଜଣାପଡ଼ିଛି । ସୂଚନା ମୁତାବକ, କଳାହାଣ୍ଡି ଅବକାରୀ ସୁପରିଟେଣ୍ଡ ରଞ୍ଜନ ନାଏକଙ୍କ ନେତୃତ୍ୱରେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ହାତୀମୁଣ୍ଡା ରେତ ଡ୍ୟାମ୍ ନିକଟ ଖାଇଙ୍ଗ ଜଙ୍ଗଲରେ ଚଢାଉ କରାଯାଇଛି । ଚଢାଉ କରି ୨୭ଟି ପ୍ଲାଷ୍ଟିକ ଡ୍ରମ୍ ମହୁଲ ପୋଚ ସହ ୨୨୦ ଲିଟର ଦେଶି ମଦ ଜବତ କରି ଘଟଣା ସ୍ଥଳରେ ନଷ୍ଟ କରାଯାଇଛି । ହେଲେ ମଦ ମାଫିଆ ଘଟଣା ସ୍ଥଳରୁ ଫେରାର ହୋଇଯାଇଛି । ଓଆଇସି ତିଳକ ରାମ ନାଏକଙ୍କ ସମେତ ପ୍ରଦ୍ୟୁମ୍ନ ନାଏକ, ଅଶୋକ ପ୍ରଧାନ, ଅମରେନ୍ଦ୍ର ମାଝୀ, ଶାମୁଲ ଆଚାର୍ଯ୍ୟ, କିଶନ ଗଉଡ଼, ମହାଦେବ ମାଝୀ, ରାଜକୁମାରୀ ଶବର ଏହି ଚଢ଼ାଉରେ ସାମିଲ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!