Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡହଡହ ଖରାରେ ରାସ୍ତାକଡ଼ରୁ ବୃଦ୍ଧା ଉଦ୍ଧାର

by ସଞ୍ଜୟ ସ୍ୱାଇଁ
May 12, 2025
in Feature News
ଡହଡହ ଖରାରେ ରାସ୍ତାକଡ଼ରୁ ବୃଦ୍ଧା ଉଦ୍ଧାର
289
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଜିଲ୍ଲା ଆଇନ୍ସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଛଖଣ୍ଡଙ୍କ ନିର୍ଦ୍ଦେଶରେ ଅଧିକାର ମିତ୍ର ପ୍ରଫୁଲ୍ଲ କୁମାର ବେହେରା ଓ ପ୍ରାଧିକରଣ କର୍ମଚାରୀ ପବନ କୁମାର ବେହେରା ନୟାଗଡ଼ ଖେଳପଡ଼ିଆର ମୁଖ୍ୟ ପ୍ରବେଶ ପଥର ପାଚେରୀ କଡ଼ରୁ ହରିପୁର ଗ୍ରାମର ବୃଦ୍ଧା ନୟନୀ ମହାରଣା(୬୨)ଙ୍କୁ ଉଦ୍ଧାର କରି ତ୍ରିନାଥ ଛକଠାରେ ଅବସ୍ଥିତ ଆଶ୍ରୟସ୍ଥଳିରେ ଆଶ୍ରସ୍ଥଳର ମ୍ୟାନେଜର ବର୍ଷାରାଣି ନେପାକ୍ଙ୍କ ହେପାଜତରେ ଛଡ଼ାଯାଇଛି ।

ପ୍ରକାଶଥାଉ କି, ବିଶେଷ ସୂତ୍ରରୁ ଖବରପାଇ ସଚିବ, ଅଞ୍ଜଳି ମଛଖଣ୍ଡ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଯାଇ ଅଧିକାର ମିତ୍ର ଏବଂ ପ୍ରାଧିକରଣ କର୍ମଚାରୀ ଦ୍ୱୟଙ୍କୁ ଦାୟିତ୍ୱ ଦେଇଥିଲେ । ଏହାପରେ ଥଇଥାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ବୃଦ୍ଧାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା କରି ତାଙ୍କୁ ତ୍ରିନାଥଛକ ସ୍ଥିତ ଆଶ୍ରୟସ୍ଥଳିରେ ଥଇଥାନ କରାଯାଇଛି । ଅଧିକାର ମିତ୍ର ଏବଂ ଜିଲ୍ଲା ଆଇନ୍ସେବା ପ୍ରାଧିକରଣର ଏପରି କାର୍ଯ୍ୟକୁ ଜନସାଧାରଷଣ ପ୍ରଶଂସା କରାଯାଉଛି ।

 

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!