Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଦୀକ୍ଷିତ

by ସଞ୍ଜୟ ସ୍ୱାଇଁ
May 12, 2025
in State
ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଦୀକ୍ଷିତ
59
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଓଡିଶା ହାଇକୋର୍ଟ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିବେ ଜଷ୍ଟିସ ଦିକ୍ଷିତ କ୍ରୀଷ୍ଣା ଶ୍ରୀପଦ। ହାଇକୋର୍ଟ ନୂଆ କନଫରେନ୍ସ ହଲରେ ପୂର୍ବାହ୍ନ ୧୦ଟାରେ ଶପଥପାଠ ଉତ୍ସବ ଅନୁଷ୍ଠିତ ହେବ। ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ପୂର୍ବରୁ ଜଷ୍ଟିସ କ୍ରୀଷ୍ଣା ଶ୍ରୀପଦ କର୍ଣ୍ଣାଟକ ହାଇକୋର୍ଟର ବିଚାରପତି ଭାବେ ଦାୟିତ୍ବ ତୁଲାଉଥିଲେ। ଏହି ଉତ୍ସବରେ ହାଇକୋର୍ଟର ବିଚାରପତି ବୃନ୍ଦ, ଅଧିକାରୀ, ଆଡଭୋକେଟ ମାନେ ଯୋଗ ଦେବେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!