Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲଭ, ସେକ୍ସ ଧୋକା, ରିସେପ୍ସନ ଷ୍ଟେଜରୁ ବରକୁ ଉଠାଇଆଣିଲା ପ୍ରେମିକା

by ସଞ୍ଜୟ ସ୍ୱାଇଁ
May 12, 2025
in State
ଲଭ, ସେକ୍ସ ଧୋକା, ରିସେପ୍ସନ ଷ୍ଟେଜରୁ ବରକୁ ଉଠାଇଆଣିଲା ପ୍ରେମିକା
142
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ରିସେପ୍ସନ ଷ୍ଟେଜରୁ ବରକୁ ଉଠାଇଆଣିଲା ପ୍ରେମିକା । ରାତିରେ କଲ୍ୟାଣମଣ୍ଡପରେ ରିସେପ୍ସନରେ ହେଲା ତୁମ୍ବିତୋଫାନ । ଭୁବନେଶ୍ୱର ଧଉଳି ଥାନା ଅଞ୍ଚଳରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି । ଏକ ମଣ୍ଡପରେ ଗତକାଲି ରାତିରେ ଚାଲିଥିଲା ବିବାହ ରିସେପସନ । କିନ୍ତୁ ହଠାତ ସେଠାରେ ପହଞ୍ଚିଥିଲେ ପ୍ରେମିକା । ପୂର୍ବରୁ ତାଙ୍କ ସହ ନିର୍ବନ୍ଧ ସରିଥିଲା । କିନ୍ତୁ ଉକ୍ତ ଯୁବତୀଙ୍କୁ ବିବାହ ନକରି ଯୁବକ ଜଣଙ୍କ ଆଉ ଜଣେ ଯୁବତୀଙ୍କୁ ବିବାହ କରୁଥିଲେ । ଖବର ପାଇବା ପରେ ପୋଲିସ ସହାୟତାରେ ଯୁବତୀ ଜଣଙ୍କ ସେଠାରେ ପହଁଚିବା ସହ ବରଙ୍କୁ ଅଟକ ରଖିଛି ପୋଲିସ । ସେପଟେ ବିଭିନ୍ନ ସ୍ଥାନରେ ଏଭଳି ଘଟଣା ଘଟିଥିବାରୁ ଲିଙ୍ଗରାଜ ଓ ମହିଳା ଥାନାରେ ଅଭିଯୋଗ ହୋଇଥିବା ଜଣାପଡିଛି । ଲଭ, ସେକ୍ସ ଧୋକାର ଅଭିଯୋଗ ହେବା ପରେ ପୂରା ଘଟଣାର ତଦନ୍ତ କରୁଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!