Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରକାଶ ପାଇବ ସିବିଏସ୍ଇ ଦଶମ ଓ ଦ୍ୱାଦଶ ରେଜଲ୍ଟ

by ସଞ୍ଜୟ ସ୍ୱାଇଁ
May 13, 2025
in State
ପ୍ରକାଶ ପାଇବ ସିବିଏସ୍ଇ ଦଶମ ଓ ଦ୍ୱାଦଶ ରେଜଲ୍ଟ
92
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମଙ୍ଗଳବାର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇବ । ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇବ । ସିବିଏସ୍ଇ ପରିଚାଳିତ ଘରୋଇ ସ୍କୁଲକୁ ଏପରି ଖବର ଆସିଥିବା ନେଇ ଏକ ବିଶେଷ ସୂତ୍ରରୁ ସୂଚନା ମିଳିଛି । କେବଳ ଏତିକି ନୁହେଁ ଡିଜି ଲକର ୱେବ୍ସାଇଟ୍ରେ ରେଜଲ୍ଟ ଖୁବ୍ ଶୀଘ୍ର ଆସିବ ବୋଲି ଲେଖାଯାଇଛି । ସୂଚନାଯୋଗ୍ୟ, ସିବିଏସ୍ଇ ଦଶମ ପରୀକ୍ଷା ଗତ ଫେବ୍ରୁଆରୀ ୧୫ରୁ ମାର୍ଚ୍ଚ ୧ ଯାଏ ହୋଇଥିଲା । ସେହିପରି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫେବ୍ରୁଆରୀ ୧୫ରୁ ଆରମ୍ଭ ହୋଇ ଏପ୍ରିଲ୍ ୪ରେ ଶେଷ ହୋଇଛି । ଚଳିତ ବର୍ଷ ସାରା ଦେଶରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ୪୪ ଲକ୍ଷ ପିଲା ପରୀକ୍ଷା ଦେଇଛନ୍ତି । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତାକାଲି ପୂର୍ବାହ୍ନ ୧୦ଟାରେ ସିବିଏସ୍ଇ ଦଶମ ଶ୍ରେଣୀ ରେଜଲ୍ଟ ପ୍ରକାଶ ପାଇବ । ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ରେଜଲ୍ଟ ଆସିବ । ସିବିଏସ୍ଇ ପକ୍ଷରୁ ଏନେଇ କୌଣସି ସୂଚନା ଦିଆଯାଇନାହିଁ । ୱେବ୍ସାଇଟ୍ www.cbseresults.nic.in ରେ ରେଜଲ୍ଟ ଉପଲବ୍ଧ ହେବ । ପିଲାମାନେ ସେମାନଙ୍କର ରୋଲ୍ ନମ୍ବର, ଜନ୍ମ ତାରିଖ ପ୍ରଦାନ କରି ରେଜଲ୍ଟ ଦେଖିପାରିବେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!