Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର

by ସଞ୍ଜୟ ସ୍ୱାଇଁ
May 13, 2025
in Crime, State
ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
37
VIEWS
Share on FacebookShare on Twitter

ରାୟଗଡ଼ା, (ବାଘୁଆବାର୍ତ୍ତା): ଦମ୍ପତିଙ୍କୁ ହାଣି ସୁନା ଓ ରୁପା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ। ଏହି ଘଟଣା ଘଟିଛି ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ ଶିକରପାଇ ଗାଁରେ। ଲୁଟର ଶୀକାର ହୋଇଥିବା ବ୍ୟବସାୟୀ ଉପେନ୍ଦ୍ର ବୋଲି ଜଣାପଡିଛି। ସୂଚନା ଅନୁସାରେ ବିଳମ୍ବିତ ରାତିରେ ଏକ ବୋଲେରୋ ଗାଡିରେ ପ୍ରାୟ ୮ ରୁ ୧୦ ଦୃର୍ବୁତ୍ତ ସିକରପାଇ ଗାଁର ବ୍ୟବସାୟୀ ଗୋପାଳଚେଟି ଉପେନ୍ଦ୍ରଙ୍କ ଘରେ ମାରଣାସ୍ତ୍ର ଧରି ଘରେ ପଶି ଆକ୍ରମଣ କରିଥିଲେ। ଏହାପରେ ତାଙ୍କ ସ୍ତ୍ରୀ ପିନ୍ଧିବା ସହିତ ଘରେ ରଖିଥିବା ପ୍ରାୟ ଦେଢ଼ କେଜି ଭରି ସୁନା ଅଳଙ୍କାର ଟାଣି ନେଇ ଯାଇଥିଲେ। ଏହାପରେ ଘରେ ଥିବା ଅତି ପୁରୁଣା ଆଲମାରୀ ମଧ୍ୟ ଉଠାଇ ନେଇଯାଇଛନ୍ତି। ସେଥିରେ ପ୍ରାୟ ୧୧ କେଜି ରୁପା ଅଳଙ୍କାର ଥିବା ଜଣାପଡିଛି। ଦୁର୍ବୁତ୍ତଙ୍କ ଭୁଜାଲି ଆକ୍ରମଣରେ ଗୋପାଳଚେଟି ଉପେନ୍ଦ୍ର ଆହତ ହୋଇଛନ୍ତି। ଖବରପାଇ ରାୟଗଡ଼ା ଏସଡିପିଓ ଗୌରହରୀ ସାହୁ ଓ କଲ୍ୟାଣସିଂହପୁର ପୁଲିସ ପହଞ୍ଚି ଘଟଣାସ୍ଥଳରେ ପହଞ୍ଚି ତନାଘନା କହୁଛନ୍ତି। ବର୍ତ୍ତମାନ ସୁଦ୍ଧା ଦୁର୍ବୁତ୍ତଙ୍କ ଟେର ପାଇନି ପୁଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!