Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଇଲା ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

by ସଞ୍ଜୟ ସ୍ୱାଇଁ
May 13, 2025
in Crime, State
କୋଇଲା ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ
65
VIEWS
Share on FacebookShare on Twitter

ହେମଗିର୍, (ବାଘୁଆବାର୍ତ୍ତା): କୋଇଲା ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ। ୨ ଅଭିଯୁକ୍ତ ଗିରଫ। ସୋମବାର ବିଳମ୍ବିତ ରାତିରେ ସୁନ୍ଦରଗଡ଼ ଜିଲ୍ଲା ହେମଗିର ବ୍ଲକ ଅନ୍ତର୍ଗତ କନିକା ପଞ୍ଚାୟତର ଟାଙ୍ଗରଡିହି ରାସ୍ତାରେ ପୋଲିସ ୨ ଜଣଙ୍କୁ ଧରିବାରେ ସଫଳ ହୋଇଛି। ଆଉ ୨ ଜଣ ଫେରାର୍ ହୋଇଯାଇଛନ୍ତି। ସୂଚନାନୁଯାୟୀ, ସୋମବାର ବିଳମ୍ବିତ ରାତିରେ ହେମଗିର ବ୍ଲକ ଅନ୍ତର୍ଗତ କନିକା ପଞ୍ଚାୟତର ଟାଙ୍ଗରଡିହି ରାସ୍ତାରେ ୪ ଜଣ ବ୍ୟକ୍ତି ୨ଟି ବାଇକରେ ୬ ବସ୍ତା କୋଇଲା ନେଇ ଯାଉଥିଲେ। ଏନେଇ ଖବର ପାଇ ପୋଲିସ ସେମାନଙ୍କ ଗାଡ଼ିକୁ ପିଛା କରିଥିଲା। ଏତିକି ବେଳେ ୨ ଜଣ ବାଇକ୍ ଛାଡ଼ି ଫେରାର୍ ହୋଇଯାଇଥିବା ବେଳେ ଆଉ ୨ ଜଣ ପୋଲିସ ହାବୁଡ଼ରେ ପଡ଼ିଯାଇଥିଲେ। ପୋଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିବା ସହ କୋଇଲା ଜବତ କରିଛି। ଫେରାର୍ ଥିବା ୨ ଅଭିଯୁକ୍ତଙ୍କୁ ଧରିବା ଲାଗି ଚଢାଉ ଜାରି ରଖିଛି। ଏହି ସବୁ କୋଇଲା ବେଆଇନ ଭାବେ ଚାଲିଥିବା ଇଟା ଭାଟିକୁ ଯାଉଥିବା ସୂଚନା ମିଳିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!