Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡିଏଲଏସଏ ସଚିବ ପୀଡିତାକୁ କଲେ ଥଇଥାନ

by ସଞ୍ଜୟ ସ୍ୱାଇଁ
May 13, 2025
in Crime, Nayagarh, State
ଡିଏଲଏସଏ ସଚିବ ପୀଡିତାକୁ କଲେ ଥଇଥାନ
424
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ କୁରାଳ (ବେଙ୍ଗେଇସାହି)ର ସଲି ପ୍ରଧାନ ଓ ତାର ୪ ବର୍ଷର ପୁଅ, ସ୍ଵାମୀ ଯୋଗେନ୍ଦ୍ର ପ୍ରଧାନ (ବଙ୍କା )ଦ୍ଵାରା ନିର୍ଯାତିତ ହୋଇ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଙ୍କ ଦ୍ଵାରସ୍ଥ ହୋଇଥିଲେ ।

ତତକ୍ଷଣାତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଚ୍ଛଖଣ୍ଡ ଙ୍କ ନିର୍ଦ୍ଦେଶ କ୍ରମେ ବରିଷ୍ଠ ଆଇନଜୀବୀ ରମେଶ ଚନ୍ଦ୍ର ମହାରଣା ଙ୍କ ତତ୍ବାବଧାନରେ ଅଧିକାର ମିତ୍ର ଲୀପଶା ଦାଶ, ଜିନୁ ସାହୁ , ସୋନାଲିକା ପଟ୍ଟନାୟକ, କୃପାସିନ୍ଧୁ ରାଉତ ଓ ସୂର୍ଯ୍ୟ ପ୍ରକାଶ ପଣ୍ଡା ଟାଉନ ଥାନା ପୋଲିସମାନଙ୍କ ସହଯୋଗରେ ପୀଡିତ। ଓ ତାର ପୁଅକୁ କୋର୍ଟ ପରିସରରୁ ନେଇ ସେବା ଅନୁଷ୍ଠାନ, ନୟାଗଡରେ ଥଇଥାନ କରିଛନ୍ତି । ପୋଲିସର ତତକ୍ଷଣାତ ସହଯୋଗ କରିଥିବାରୁ ସଚିବ ଅଞ୍ଜଳି ମଚ୍ଛଖଣ୍ଡ      ଟା ଉନ ଥାନା ଇନ୍ସପେକ୍ଟରଙ୍କୁ ଧନ୍ୟବାଦ ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!