Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ଓ ଦଶମ ପରୀକ୍ଷାଫଳ, ଝିଅଙ୍କ ପାସ୍ ହାର ଅଧିକ

by ସଞ୍ଜୟ ସ୍ୱାଇଁ
May 13, 2025
in Education, State
ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ଓ ଦଶମ ପରୀକ୍ଷାଫଳ, ଝିଅଙ୍କ ପାସ୍ ହାର ଅଧିକ
40
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ପରୀକ୍ଷା ଫଳ । ଦ୍ବାଦଶରେ ପାସ୍ ହାର ୮୮.୩୯ ପ୍ରତିଶତ । ସମସ୍ତ ବିଭାଗର ପରୀକ୍ଷା ଫଳ ବାହାରିଛି । ଗତବର୍ଷ ତୁଳନାରେ ଏଥର ୦.୪୯ ପ୍ରତିଶତ ଅଧିକ ପାସ ହାର ରହିଛି । ଚଳିତ ବର୍ଷ ବି ପୁଅଙ୍କୁ ପଛରେ ପକାଇଛନ୍ତି ଝିଅ । ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ୫.୯୪ ପ୍ରତିଶତ ଅଧିକ ରହିଛି । ମୋଟ ୧୭ ଲକ୍ଷ ୮୮ ହଜାର ପିଲା ଦ୍ବାଦଶ ପରୀକ୍ଷା ଦେଇଛନ୍ତି । ଛାତ୍ରଛାତ୍ରୀମାନେ cbse.gov.in cbseresults.nic.in ଏବଂ results.cbse.gov.in ସାଇଟକୁ ଯାଇ ନିଜର ଫଳ ଜାଣିପାରିବେ । ଗତବର୍ଷ ସିବିଏସଇ ରେଜଲ୍ଟ ମେ ୧୩ରେ ପ୍ରକାଶ ପାଇଥିଲା । ଗତବର୍ଷ ଦ୍ବାଦଶରେ ପାସ୍ ହାର ଥିଲା ୮୭.୯୮ % । ସେପଟେ ଦଶମ ଶ୍ରେଣୀର ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇଛି । ପାସ ହାର ରହିଛି ୯୩.୬୬ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!