Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଞ୍ଜାମ ପୋଲିସର ଅପରାଧ ଦମନ ଅଭିଯାନ, ୨୦ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ

by ସଞ୍ଜୟ ସ୍ୱାଇଁ
May 13, 2025
in Crime, State
ଗଞ୍ଜାମ ପୋଲିସର ଅପରାଧ ଦମନ ଅଭିଯାନ, ୨୦ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ
27
VIEWS
Share on FacebookShare on Twitter

ଛତ୍ରପୁର, (ବାଘୁଆବାର୍ତ୍ତା): ଗଞ୍ଜାମ ପୋଲିସର ଅପରାଧ ଦମନ ଅଭିଯାନ। ଦ୍ୱିତୀୟ ପର୍ଯ୍ୟାୟରେ ୨୦ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରିବା ସହ ୧୧ ମାଉଜର, ମାଗାଜିନ ଓ ଗୁଳି ଜବତ କଲା ପୋଲିସ। ପୋଲିସ ସୂଚନା ଅନୁଯାୟୀ, ଆସିକା, ହିଞ୍ଜିଳି, କୋଟିନଡା, ଏବଂ ପୋଲସରା ଥାନା ଅଧୀନରେ ୨୦ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ ହୋଇଛନ୍ତି। ଏହା ସହ ପୋଲିସ ୮ ମାଉଜର, ୧୧ ମାଗାଜିନ, ୩୧ ଗୁଳି, ୧୫ ମୋବାଇଲ ଜବତ କରିଛି। ପୂର୍ବରୁ ମେ ୪ରେ ପୁଲିସ ଏହି ସବୁ ଜିଲ୍ଲାରେ ୧୮ ଅପରାଧୀଙ୍କ ସମେତ ୧୭ ମାଉଜର, ୬୬ ରାଉଣ୍ଡ ଗୁଳି, ୧୬ମୋବାଇଲ ଜବତ କରିଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!