Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ ପ୍ରକାଶିତ

by ସଞ୍ଜୟ ସ୍ୱାଇଁ
May 13, 2025
in Education, Nayagarh, State
କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ ପ୍ରକାଶିତ
391
VIEWS
Share on FacebookShare on Twitter

 ଡି.ଏ.ଭି. ପବ୍ଲିକ ସ୍କୁଲ, ନୟାଗଡ଼ର ଅଦ୍ଭୁତପୂର୍ବ ସଫଳତା

ନୟାଗଡ଼, (ବାଘୁଆବାର୍ତ୍ତା): ଚଳିତ ବର୍ଷର କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି । ଏଥବରେ ଡି.ଏ.ଭି. ପବ୍ଲିକ ସ୍କୁଲ, ନୟାଗଡ଼ର ଛାତ୍ରଛାତ୍ରୀ ମାନେ ଅଦ୍ଭୁତପୂର୍ବ ସଫଳତା ଲାଭ କରିଛନ୍ତି । ସୁଶ୍ରୀ ସୁଧା ସାଧବିକା ଜେନା ପ୍ରଥମ ସ୍ଥାନ (୯୮%) ହାସଲ କରି ବିଦ୍ୟାଳୟର ସୁନାମ ଆଣିଛନ୍ତି । ଶ୍ରୀମାନ ସ୍ୱସ୍ତିକ କୁମାର ନାୟକ ୯୭.୮% ରଖି ଦ୍ୱିତୀୟ ଓ ଶ୍ରୀମାନ ଜଗନ୍ନାଥ ବିଶ୍ୱ ନିୟନ୍ତା ୯୬.୪% ରଖି ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଚଳିତ ବର୍ଷ ସମୁଦାୟ ୪୭ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୨ ଜଣ ୯୦% ରୁ ଅଧିକ ଓ ୩୯ ଜଣ ୬୦% ରୁ ଅଧିକ ନମ୍ବର ରଖି ପାସ୍ କରିଛନ୍ତି । ଏହି ସଫଳତା ପାଇଁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସରୋଜ କୁମାର ମିଶ୍ର ଛାତ୍ରଛାତ୍ରୀ ମାନଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି । ଡି.ଏ.ଭି ପବ୍ଲିକ ସ୍କୁଲ, ନୟାଗଡ଼ର ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କ ପରିଶ୍ରମ ଓ ପ୍ରେରଣା ପାଇଁ ସାଧୁବାଦ ଜଣାଇଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!