Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମନ୍ତ୍ରୀଙ୍କ ବୟାନ, ଖୁବ ଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

by ସଞ୍ଜୟ ସ୍ୱାଇଁ
May 14, 2025
in Education, State
ମନ୍ତ୍ରୀଙ୍କ ବୟାନ, ଖୁବ ଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ
86
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଖୁବ୍ ଶୀଘ୍ର ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ସମସ୍ତ ପ୍ରକ୍ରିୟା ଚାଲିଛି, ଆଶା ଖୁବ୍ଶୀଘ୍ର ଫଳ ପ୍ରକାଶ ପାଇବ। ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବା ପାଇଁ ୩ ଲକ୍ଷ ୬୪ ହଜାର ୫୨୭ ଜଣ ରେଗୁଲାର ଛାତ୍ରଛାତ୍ରୀ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ କଳାର ୨ ଲକ୍ଷ ୨୯ ହଜାର ୬୦୪ ଜଣ ହୋଇଥିବା ବେଳେ ବାଣିଜ୍ୟର ୨୩ ହଜାର ୫୬୦, ବିଜ୍ଞାନର ୧ ଲକ୍ଷ ୬ହଜାର ୩୨୫ ଓ ଧନ୍ଦାମୂଳକ ଶିକ୍ଷାର ୫୦୩୮ ଜଣ ଥିଲେ। ସେହିଭଳି ୨୭ ହଜାର ୨୮୨ ଜଣ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଆବେଦନ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!