Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆପଡ଼ା ଜିଲ୍ଲାରେ ନିଶାମୁକ୍ତ ଅପରେସନ, ୫ ଗିରଫ

by ସଞ୍ଜୟ ସ୍ୱାଇଁ
May 14, 2025
in Crime, State
ନୂଆପଡ଼ା ଜିଲ୍ଲାରେ ନିଶାମୁକ୍ତ ଅପରେସନ, ୫ ଗିରଫ
19
VIEWS
Share on FacebookShare on Twitter

ନୂଆପଡ଼ା, (ବାଘୁଆବାର୍ତ୍ତା): ନୂଆପଡ଼ା ଜିଲ୍ଲାରେ ଦିନକୁ ଦିନ ବଢ଼ି ଚାଲିଛି ବିଭିନ୍ନ ନିଶା କାରବାର । ଯେଉଁଥିରେ ପଥଭ୍ରଷ୍ଟ ହେଉଛନ୍ତି ଆଜିର ଯୁବପିଢ଼ି । ଯାହାକୁ ବନ୍ଦ କରିବା ପାଇଁ ନୂଆପଡା ଏସ୍ପିଙ୍କ ତତ୍ୱାବଧାନରେ ନୂଆପଡ଼ା ପୋଲିସ ତରଫରୁ ଆରମ୍ଭ କରାଯାଇଛି ଅପରେସନ ଶୁଦ୍ଧି । ନୂଆପଡ଼ା ଜିଲ୍ଲାର ୫ଟି ବ୍ଲକ୍ ଓ ୨ଟି ଏନଏସି ଅଞ୍ଚଳରେ ଚାଲୁଥିବା ବେଆଇନ ନିଶା କାରବାରକୁ ବନ୍ଦ କରିବା ନିମନ୍ତେ ସମସ୍ତ ଥାନା ଅଞ୍ଚଳରେ ଚଢ଼ାଉ ଜାରି ରହିଛି । ମଙ୍ଗଳବାର ନୂଆପଡ଼ା ସହରର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୬ କେଜି ୯୫୦ ଗ୍ରାମ ଗଞ୍ଜେଇ ସହ ୨୫ଟି କଫ୍ ସିରପ୍ ବୋତଲ, ୫ଟି ମୋବାଇଲ ଓ ୩ଟି ମୋଟର ସାଇକେଲ ଜବତ କରିଥିବା ବେଳେ ଜଣେ ମହିଳାଙ୍କ ସହ ୫ ଜଣଙ୍କୁ ଗିରଫ କରିଛି ନୂଆପଡା ପୋଲିସ । କାରବାରରେ ସାମିଲ ଜଣେ ନାବାଳକକୁ ସ୍ଵଧାର ଗୃହକୁ ପଠାଇଥିବା ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ନୂଆପଡା ଏସ୍ପି ଗୁଣ୍ଡଲା ରାଘବେନ୍ଦ୍ର ରେଡ୍ଡୀ ସୂଚନା ଦେଇଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!