Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଇକେଲ୍ ଆରୋହୀଙ୍କୁ ଧକ୍କା ଦେଲା ଟେମ୍ପୋ, ସ୍ୱାମୀ ମୃତ

by ସଞ୍ଜୟ ସ୍ୱାଇଁ
May 14, 2025
in Accident, State
ସାଇକେଲ୍ ଆରୋହୀଙ୍କୁ ଧକ୍କା ଦେଲା ଟେମ୍ପୋ, ସ୍ୱାମୀ ମୃତ
62
VIEWS
Share on FacebookShare on Twitter

ମୋରଡ଼ା, (ବାଘୁଆବାର୍ତ୍ତା): ମୟୁରଭଞ୍ଜ ଜିଲ୍ଲା ଶୁଳିଆପଦା ଥାନା ବାଘଡ଼ା ନିକଟରେ ଦୁର୍ଘଟଣା । ସାଇକେଲ୍ ଆରୋହୀଙ୍କୁ ଧକ୍କା ଦେଲା ଟେମ୍ପୋ । ଯେଉଁଥିରେ ସ୍ୱାମୀଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ଦ୍ରୁତଗତିରେ ଏକ ଚାରି ଚକିଆ ଟେମ୍ପୋ ଆସୁଥିଲା । ହଠାତ୍ ଗାଡ଼ିଟି ଭାରସାମ୍ୟ ହରାଇ ଶୁଳିଆପଦା ଥାନା ବାଘଡ଼ା ନିକଟରେ ରାସ୍ତାରେ ଯାଉଥିବା ସାଇକେଲ ଆରୋହୀଙ୍କୁ ଧକ୍କା ଦେଇଥିଲା । ଯାହାଫଳରେ ସାଇକେଲରେ ଥିବା ସ୍ୱାମୀ ଓ ସ୍ତ୍ରୀ ତଳେ ପଡିଯାଇଥିଲେ। ଗାଡ଼ି ତଳେ ସ୍ୱାମୀ ଚାପି ହୋଇ ରହିଯାଇଥିବା ବେଳେ ସ୍ତ୍ରୀ ଛିଟକି ପଡିଥିଲେ । ଏହାପରେ ସ୍ଥାନୀୟ ଲୋକେ ଓ ପୋଲିସ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ସ୍ୱାମୀ ପ୍ରତାପ ତୁଙ୍ଗଙ୍କୁ ମୃତ୍ୟୁ ଘୋଷଣା କରିଥିଲେ ଡାକ୍ତର । ଅନ୍ୟପଟେ ସ୍ତ୍ରୀ ଗୁରୁତର ରହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!