Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦାରିଙ୍ଗବାଡି ଅଞ୍ଚଳରେ ୭ଟି ନୂତନ ସମବାୟ ସମିତି ଖୋଲିବ : ସାଧାରଣ ବଣ୍ଟନ ବ୍ୟବସ୍ଥା କୁ ଗୁରୁତ୍ୱାରୋପ

by ସଞ୍ଜୟ ସ୍ୱାଇଁ
May 14, 2025
in State
ଦାରିଙ୍ଗବାଡି ଅଞ୍ଚଳରେ ୭ଟି ନୂତନ ସମବାୟ ସମିତି ଖୋଲିବ : ସାଧାରଣ ବଣ୍ଟନ ବ୍ୟବସ୍ଥା କୁ ଗୁରୁତ୍ୱାରୋପ
33
VIEWS
Share on FacebookShare on Twitter

କନ୍ଧମାଳ, (ବାଘୁଆବାର୍ତ୍ତା): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବୃହଦାକାର ବହୁମୁଖୀ ସମବାୟ ସମିତି ଲିଃ ଅଞ୍ଚଳରେ କୃଷିଋଣକୁ ବ୍ୟାପକ କରାଯିବା ସହ ସାଧାରଣ ବଣ୍ଟନ ସାମଗ୍ରୀକୁ ଲୋକଙ୍କ ନିକଟରେ ସୁବିଧାରେ ପହଞ୍ଚାଇବା, କୃଷି ଉପକରଣ, ବିହନ ବଣ୍ଟନ ଭଳି କାର୍ଯ୍ୟକୁ ତ୍ୱରାନ୍ବିତ କରାଇବା ଆଦି ଲକ୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ସମିତି ଗୁଡ଼ିକର ସମ୍ପ୍ରସାରଣକୁ ଗୁରୁତ୍ୱ ଦିଆଯାଇ ଦାରିଙ୍ଗବାଡ଼ି ଠାରେ ଥିବା ବୃହଦାକାର ବହୁମୁଖୀ ସମବାୟ ସମିତି ଲିଃ. ଜରିଆରେ ଆହୁରି ସାତଟି ସମିତି ଖୋଲିବାକୁ ନିର୍ଦ୍ଦେଶ ରହିଥିବା ବେଳେ ଦାରିଙ୍ଗବାଡ଼ିର ସମବାୟ ସମିତି ପକ୍ଷରୁ ଏହାର କାର୍ଯ୍ୟ ଚାଲିଥିବା ସମିତିର ପରିଚାଳିକା ନିର୍ଦ୍ଦେଶିକା ବିଷ୍ଣୁପ୍ରିୟା ପ୍ରଧାନ କହିଛନ୍ତି। ସେ କହିଛନ୍ତି, ବାଡ଼ାବାଙ୍ଗା ଓ ସିମନବାଡ଼ି ପଞ୍ଚାୟତ କୁ ନେଇ ସିମନବାଡ଼ି ଠାରେ ନୂତନ ବହୁମୁଖୀ ସମବାୟ ସମିତି ଲିଃ କରାଯିବାକୁ ରହିଥିବା ବେଳେ ଗୁମିକିଆ ଏବଂ ବୁଡ଼ାଗୁଡାକୁ ନେଇ ବୁଡ଼ାଗୁଡ଼ାରେ ସମିତି ଖୋଲିବ। ସେହିପରି ସୋନପୁର କୁ ନେଇ ଦାରିଙ୍ଗବାଡ଼ିରେ କିରିକୁଟିକୁ ନେଇ ତିଲୋରୀରେ, ଭ୍ରମରବାଡ଼ି କୁ ନେଇ ସିଆଙ୍ଗବାଲିରେ, ସିର୍କାବର୍ଗକୁ ନେଇ ଦନେକବାଡ଼ିରେ ଏବଂ ଶ୍ରାନିକେତାକୁ ନେଇ ପର୍ତ୍ତମାହାରେ ନୂତନ ସମବାୟ ସମିତି ଖୋଲାଯିବ ବୋଲି ସମିତି ପକ୍ଷରୁ କୁହାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!