Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ଓକିଲ ସଂଘ ବାର୍ଷିକ ଉତ୍ସବ, ସମ୍ବର୍ଦ୍ଧିତ ହେଲେ ମାଟ୍ରିକ ଜିଲ୍ଲା ଟପର ଆଶିଷ

by ସଞ୍ଜୟ ସ୍ୱାଇଁ
May 15, 2025
in Nayagarh, State
ଜିଲ୍ଲା ଓକିଲ ସଂଘ ବାର୍ଷିକ ଉତ୍ସବ, ସମ୍ବର୍ଦ୍ଧିତ ହେଲେ ମାଟ୍ରିକ ଜିଲ୍ଲା ଟପର ଆଶିଷ
109
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଓକିଲ ସଂଘର ବାର୍ଷିକ ଉତ୍ସବ ପାଳନ ଅବସରରେ ଓଡିଶା ଉଚ୍ଚ ନ୍ୟାୟାଳୟର ନ୍ୟାୟାଧୀସ ଜଷ୍ଟିସ ଚିତ୍ତରଞ୍ଜନ ଦାସ ଯୋଗ ଦେଇଥିଲେ | ଜିଲ୍ଲା ନ୍ୟାୟାଧୀସ ଆନନ୍ଦ ନାରାୟଣ ମହାରଣା, ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଛଖଣ୍ଡଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ଓ କନିଷ୍ଠ ବିଚାରପତିମାନେ ଉକ୍ତ ଉତ୍ସବରେ ଯୋଗ ଦେଇଥିଲେ । ଆଇନଜୀବୀ ସୁରେଶ କୁମାର ପ୍ରଧାନଙ୍କ ସୁପୁତ୍ର ୨୦୨୫ ମାଟ୍ରିକ ପରୀକ୍ଷାରେ ୫୭୩ ମାର୍କ ରଖି ଜିଲ୍ଲା ଟପ୍ପର ହୋଇଥିବା ଆଶିଷ କୁମାର ପ୍ରଧାନଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ ଓଡିଶା ଉଚ୍ଚ ନ୍ୟାୟାଳୟର ନ୍ୟାୟାଧୀସ ଶ୍ରୀ ଦାସ। ଓକିଲ ସଂଘ ସଭାପତି ରଣଜିତ ଦାସ, ସମ୍ପାଦକ ସ୍ବଦେଶ ମିଶ୍ର ସଂଘର କର୍ମକର୍ତା ଓ ସମସ୍ତ ଆଇନଜୀବୀ ଆଶିଷଙ୍କୁ ଆର୍ଶୀବାଦ ପ୍ରଦାନ କରିବା ସାଙ୍ଗକୁ ଭବିଷ୍ୟତରେ ଜଣେ ଭଲ ମଣିଷ ହେବାର ଆଶା ବ୍ୟକ୍ତ କରିଥିଲେ । ଏହି ଉତ୍ସବରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ଆଇନଜୀବୀ ରଜତ କୁମାର ଚମ୍ପତ୍ତିରାୟ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!