Tuesday, May 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୂଲ୍ୟବାନ କାଠ ଜବତ

by ସଞ୍ଜୟ ସ୍ୱାଇଁ
May 15, 2025
in Crime, State
ମୂଲ୍ୟବାନ କାଠ ଜବତ
23
VIEWS
Share on FacebookShare on Twitter

ଘଟଗାଁ, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ସାନ୍ତରାପୁରରୁ ବିପୁଳ କାଠ ଜବତ। ୧୦ ଟ୍ରିପରୁ ଅଧିକ ମୂଲ୍ୟବାନ କାଠ ଜବତ ହୋଇଛି। ଆଜି ଭୋର୍ ୫ଟାରୁ କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ସାନ୍ତରାପୁର ଗାଁରେ କେନ୍ଦୁଝର ଡିଏଫଓ ଙ୍କ ତତ୍ବାବଧାନରେ ସାନ୍ତରାପୁର ଗ୍ରାମରେ ଏକ ପ୍ଲାଟୁନ ପୋଲିସ୍ ଫୋର୍ସ ସହିତ ବନ ବିଭାଗ ଏକ ବଡ ଧରଣର ଚଢ଼ାଉ ଜାରି ରହିଛି । ତେବେ ଏହି ସାନ୍ତରାପୁର ଗ୍ରାମକୁ କେନ୍ଦୁଝର ଜିଲ୍ଲାର ଚୋରା କାଠ ମାଫିଆଙ୍କ ହବ କୁହାଯାଉଥିବା ବେଳେ ଅନେକ ବାର ବନ ବିଭାଗ ଚଢ଼ାଉ କରି ବିଫଳ ହେଉଥିଲା । କିନ୍ତୁ ଆଜି ବନ ବିଭାଗକୁ ବଡ ସଫଳତା ମିଳିଛି । ବର୍ତ୍ତମାନ ପର୍ଯ୍ୟନ୍ତ ୧୦ଟ୍ରିପ୍ ରୁ ଉର୍ଦ୍ଧ୍ବ ମୂଲ୍ୟବାନ କାଠ ଜବତ ହୋଇଥିବା ବେଳେ ଚଢ଼ାଉ ଜାରି ରହିଛି।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!