Tuesday, May 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଡିଓ ଓ ସିଡିଓଙ୍କୁ ମୁଖ୍ୟମନ୍ତ୍ରୀଙ୍କ ତାଗିଦ

by ସଞ୍ଜୟ ସ୍ୱାଇଁ
May 15, 2025
in State
ବିଡିଓ ଓ ସିଡିଓଙ୍କୁ ମୁଖ୍ୟମନ୍ତ୍ରୀଙ୍କ ତାଗିଦ
121
VIEWS
Share on FacebookShare on Twitter

ଭୁବନେଶ୍ବର , (ବାଘୁଆବାର୍ତ୍ତା): ବିଡିଓ ଓ ସିଡିଓଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ତାଗିଦ । ଅନେକ ବିଡ଼ିଓ ଜନ ପ୍ରତିନିଧିଙ୍କ କଥା ଶୁଣୁ ନାହାନ୍ତି । ସମ୍ମାନ ଦେଉନାହାନ୍ତି, ଚେୟାର ବି ଦେଉ ନାହାନ୍ତି । କେବଳ ବିଧାୟକ କି ବିଧାୟିକା ନୁହେଁ ମୁଖ୍ୟମନ୍ତ୍ରୀଙ୍କୁ ବି ସମ୍ମାନ ଦେଉନାହାନ୍ତି କିଛି ବିଡ଼ିଓ । ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ ଭିଡିଓ କନଫରେନ୍ସିଂ ଚାଲୁଥିବା ବେଳେ ଟିଭି ବନ୍ଦ କରି ଦିଆଯାଉଛି । ସଭାରୁ ଲୋକଙ୍କୁ ଚାଲିଯିବାକୁ କୁହାଯାଉଛି । ଏହାର ପରିଣାମ କ’ଣ ହେବ ବୁଝି ନିଅନ୍ତୁ । ମୋର ସରଳତା ଦୁର୍ବଳତା ନୁହେଁ । ସରପଞ୍ଚରୁ ମୁଖ୍ୟମନ୍ତ୍ରୀ ହୋଇଛି, ଆଦିବାସୀ ବର୍ଗରୁ ପ୍ରତିନିଧିତ୍ଵ କରୁଛି । କିନ୍ତୁ ବହୁତ ବଡ ନିଷ୍ପତ୍ତି ନେଇପାରେ । ମୋ ପାଖରେ ସବୁ ରିପୋର୍ଟ ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସେ କାଳ ପଖାଳ ଆଉ ନାହିଁ । ନୂଆ ସରକାରଙ୍କ ଆଭିମୁଖ୍ୟକୁ ନେଇ କାମ କରିବାକୁ ପଡ଼ିବ । ଯିଏ କାମ ନ କରିବ କ୍ଷମା ନାହିଁ । କୌଣସି ରାଜନୈତିକ ଚାପରେ ବଶବର୍ତ୍ତୀ ନହୋଇ କାମ କରିବାକୁ ପରାମର୍ଶ । ବର୍ତ୍ତମାନ GA ବିଭାଗର ଅତିରିକ୍ତ ସଚିବ ଥିବା ମନୋଜ କୁମାର ମହାନ୍ତି ବିଡ଼ିଓ ଥିବା ବେଳେ ଭଲ କାମ କରିଥିବା କହି ଉଦାହରଣ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!