Tuesday, May 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଷାକ୍ତ ଖାଦ୍ୟ ଖାଇ ୨୦ ତୀର୍ଥଯାତ୍ରୀ ଅସୁସ୍ଥ

by ସଞ୍ଜୟ ସ୍ୱାଇଁ
May 15, 2025
in State
ବିଷାକ୍ତ ଖାଦ୍ୟ ଖାଇ ୨୦ ତୀର୍ଥଯାତ୍ରୀ ଅସୁସ୍ଥ
24
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ବିଷାକ୍ତ ଖାଦ୍ୟ ଖାଇ ୨୦ ତୀର୍ଥଯାତ୍ରୀ ଅସୁସ୍ଥ। ବେଙ୍ଗାଲୁରରୁ ଏକ ବସ୍ ଯୋଗେ ଆସିଥିବା ୫୦ ଜଣ ତୀର୍ଥଯାତ୍ରୀଙ୍କ ମଧ୍ୟରୁ ୨୦ ଜଣ ଅସୁସ୍ଥ ହୋଇଛନ୍ତି। ସମସ୍ତଙ୍କୁ ସୋର ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, କର୍ଣ୍ଣାଟକର ବେଙ୍ଗାଲୁର ସହରରୁ ୫୦ ଜଣ ଯାତ୍ରୀ ଏକ ବସରେ ଗତ ୨୬ ତାରିଖରେ ବିଭିନ୍ନ ତୀର୍ଥ ସ୍ଥାନ ପରିଭ୍ରମଣ ପାଇଁ ବାହାରିଥିଲେ। ୨୫ ଦିନର ଏହି ଟୁର୍ରେ ଗୟାରୁ ପୁରୀ ଅଭିମୁଖେ ଯାଉଥିବା ବେଳେ ଗତକାଲି ରାତିରେ ସୋର ନିକଟରେ ପହଞ୍ଚିଥିଲେ। ସମସ୍ତଙ୍କ ପାଇଁ ଭାତ, ତରକାରୀ ଓ ସମ୍ବର ରୋଷେଇ କରାଯାଇଥିଲା। ଖାଇବାର କିଛି ସମୟ ପରେ ୨୦ରୁ ଉର୍ଦ୍ଧ୍ଵ ଲୋକ ଅସୁସ୍ଥତା ଅନୁଭବ କରିବା ସହିତ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ପରେ ସମସ୍ତଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଖବର ଲେଖାହେବା ପର୍ଯ୍ୟନ୍ତ ମେଡିକାଲରେ ସମସ୍ତଙ୍କର ଚିକିତ୍ସା ଚାଲିଛି।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!