Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଲେଜ ପିଲା ପଢ଼ିବେ ଷ୍ଟକ୍ ଏକ୍ସଚେଞ୍ଜ୍ ପାଠ

by ସଞ୍ଜୟ ସ୍ୱାଇଁ
May 15, 2025
in Education, State
କଲେଜ ପିଲା ପଢ଼ିବେ ଷ୍ଟକ୍ ଏକ୍ସଚେଞ୍ଜ୍ ପାଠ
33
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): କଲେଜରୁ ପିଲା ପଢ଼ିବେ ଷ୍ଟକ୍ ଏକ୍ସଚେଞ୍ଜ୍ ପାଠ । ଷ୍ଟକ୍ ମାର୍କେଟରୁ ରୋଜଗାର କରିବାର କଳା ଜାଣିପାରିବେ । ଏନେଇ ଉଚ୍ଚଶିକ୍ଷା ବିଭାଗ ଓ ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଞ୍ଜ ମଧ୍ୟରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ଲୋକସେବା ଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି ଚୁକ୍ତି ସ୍ବାକ୍ଷର କରାଯାଇଛି । ରାଜ୍ୟର ବିଭିନ୍ନ କଲେଜରେ ନ୍ୟାସନାଲ ଷ୍ଟକ୍ ଏକ୍ସଚେଞ୍ଜ ପକ୍ଷରୁ ଇଣ୍ଟନସିପ୍ ମାଧ୍ୟମରେ ଏହି ପ୍ରଶିକ୍ଷଣ ଦିଆଯିବ । ଛାତ୍ରଛାତ୍ରୀଙ୍କୁ ଦୁଇଟି ପର୍ଯ୍ୟାୟରେ ଏହି ପ୍ରଶିକ୍ଷଣ ଦିଆଯିବ । ସାଧାରଣତଃ ଯୁକ୍ତ ତିନି ଶେଷ ବର୍ଷ ବାଣିଜ୍ୟ ବିଭାଗର ଛାତ୍ରଛାତ୍ରୀଙ୍କୁ ନଜରରେ ରଖି ଏହି କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଅନ୍ୟ ବିଭାଗର ପିଲାମାନେ ମଧ୍ୟ ଏହି ଟ୍ରେନିଂ ନେଇପାରିବେ । ଏହା ଦ୍ବାରା ନିଯୁକ୍ତି ସୁଯୋଗ ବଢିବା ସହ ପିଲାମାନେ ଷ୍ଟକ ମାର୍କେଟରେ ସାମିଲ ହୋଇପାରିବେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!