Monday, May 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଜ୍ୟାପ୍ତି ହେବ ରାଜା ଚକ୍ରର ଅଲିଶାନ ଫାର୍ମହାଉସ୍

by ସଞ୍ଜୟ ସ୍ୱାଇଁ
May 16, 2025
in State
ବାଜ୍ୟାପ୍ତି ହେବ ରାଜା ଚକ୍ରର ଅଲିଶାନ ଫାର୍ମହାଉସ୍
66
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଖୋଲିଲା ରାଜା ଚକ୍ର ଫାର୍ମ ହାଉସ୍ ଗୁମର । ବାଜ୍ୟାପ୍ତି ହେବ ରାଜା ଚକ୍ରର ଅଲିଶାନ ଫାର୍ମହାଉସ୍ । ସିଲ୍ ପରେ ଆରମ୍ଭ ହେଲା ପ୍ରକ୍ରିୟା । ୧୧ ଏକର ପରିମିତ ଜମିରେ ଗଢି ଉଠିଥିବା ଫାର୍ମ ହାଉସ୍ ଉପରେ ଚଢାଉ କରିଥିଲା ଇଓଡବ୍ଲୁ । ସ୍ଥାନୀୟ ପ୍ରଶାସନ ସାହାଯ୍ୟରେ ମାପଚୁପ କରାଯାଇଛି । କେନ୍ଦୁଝର ଗୋପାଳପୁର ମୌଜାରେ ରହିଛି ଏହି ଫାର୍ମ ହାଉସ୍ । ୧୧.୧ ଏକର ମଧ୍ୟରୁ ୩.୫ ଏକର ନିଜ ନାମରେ ଥିବା ବେଳେ ୭.୬ ଏକର ସରକାରୀ ଜମି ମାଡି ବସିଥିଲେ ରାଜା । ସରକାରୀ ଜମିରେ ଚିଲଡ୍ରେନ୍ ପାର୍କ, ଅଲିଶାନ ବଙ୍ଗଳା, ସୁଉଚ୍ଚ ତୋରଣ, ଆମ୍ବ ବଗିଚା, ପୋଖରୀ ସହ ରହିଛି କୋଣାର୍କ ଚକ୍ର, ଅନେକ ଷ୍ଟାଚ୍ୟୁ । ଫାର୍ମହାଉସ୍ ଭିତରେ ବିଳାଶ କଟେଜ୍ ସହ ପାର୍ଟି ହାଉସ୍ ରହିଛି । ଫାର୍ମରେ ବୁଲିବା ପାଇଁ ଅଲ ତେରାନ୍ ବାଇକ୍ । ପୋଖରୀରେ ଖେଳୁଛନ୍ତି ରଙ୍ଗୀନ୍ ମାଛ । ସେପଟେ ରାଜା ଚକ୍ର ମାମଲାରେ ଅନ୍ତରୀଣ ଚାର୍ଜସିଟ୍ ଦାଖଲ ହୋଇଥିବା ବେଳେ ସ୍କାନରରେ ଅଛନ୍ତି ଏକାଧିକ ପ୍ରଭାବଶାଳୀ ଲୋକ । ଖୁବ୍ଶୀଘ୍ର ସେମାନଙ୍କୁ ଗିରଫ କରାଯିବ ବୋଲି ଇଓଡବ୍ଲୁ ଏସ୍ପି କହିଛନ୍ତି ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!