Monday, May 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଏମସି ଶ୍ବାନ ଉଦ୍ଧାର ଗାଡ଼ିର ଶୁଭାରମ୍ଭ

by ସଞ୍ଜୟ ସ୍ୱାଇଁ
May 16, 2025
in State
ବିଏମସି ଶ୍ବାନ ଉଦ୍ଧାର ଗାଡ଼ିର ଶୁଭାରମ୍ଭ
66
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଆରମ୍ଭ ହେଲା କୁକୁର ବନ୍ଧ୍ୟାକରଣ l ବିଏମସି ମୁଖ୍ୟାଳୟରେ ଆଜି ମେୟର ସୁଲୋଚନା ଦାସ ଶ୍ବାନ ଉଦ୍ଧାର ଗାଡିକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି l ସେମାନଙ୍କୁ ବନ୍ଧ୍ୟା କରଣ କରିବା ପାଇଁ ହାଇଦ୍ରାବାଦସ୍ଥିତ ଭେଟ୍ସ ସୋସାଇଟ୍ ଫର ଆନିମଲ ଓ୍ୱେଲଫେୟାର ଆଣ୍ଡ ରୁରାଲ ଡେଭଲପମେଣ୍ଟ(Vets Society for Animal welfare & Rural Development)କୁ କାର୍ଯ୍ୟାଦେଶ ଦିଆଯାଇଛି l ପ୍ରତି ମାସରେ ପ୍ରାୟ ୨ହଜାର ବୁଲା କୁକୁରଙ୍କୁ ବନ୍ଧ୍ୟାକରଣ କରିବା ପାଇଁ ବ୍ୟବସ୍ଥା କରାଯାଇଛି l ଏହି ଅବସରରେ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ସ୍ୱାସ୍ଥ୍ୟ ଓ ପରିମଳ ବିରଞ୍ଚି ନାରାୟଣ ମହାସୁପକାର, ଅଭିଯୋଗ ଓ ସାମାଜିକ ନ୍ୟାୟ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷା ବିନୟିନୀ ଜେନାଙ୍କ ସମେତ କର୍ପୋରେଟର, ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ l

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!