Monday, May 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
May 16, 2025
in State
ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ
51
VIEWS
Share on FacebookShare on Twitter

ଭଞ୍ଜନଗର, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲା ଭଞ୍ଜନଗର ଏବଂ ବେଲଗୁଣ୍ଠା ଅଞ୍ଚଳରେ ଶୁକ୍ରବାର ଅପରାହ୍ନ ୧ଟାରୁ ସାଢ଼େ ୩ଟା ପର୍ଯ୍ୟନ୍ତ ଝଡ଼ ତୋଫାନ ସହ ପ୍ରବଳ ବର୍ଷା ହୋଇଥିଲା। ଏଥିରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି। କେତେକ ଅଞ୍ଚଳରେ ବିଦ୍ୟୁତ୍ ସେବା ପ୍ରଭାବିତ ହୋଇଛି। ଏଥିସହ ବଜ୍ରପାତରେ ବେଲଗୁଣ୍ଠା ବ୍ଲକ କେବିରିବରପୁର ଗ୍ରାମର ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ସେହେଲେ ରୀତା ଗୌଡ଼ (୩୦)। ଏହି ଘଟଣାକୁ ନେଇ ସଂପୃକ୍ତ ଗ୍ରାମରେ ଶୋକର ଛାୟା ଖେଳିଯାଇଛି। ଘଟଣାରୁ ପ୍ରକାଶ, ରୀତା ଆଜି ଅପରାହ୍ନରେ କୌଣସି କାମରେ ବାହାରକୁ ଯାଇଥିଲେ। ଫେରିବା ସମୟରେ ଏକ ଆମ୍ବଗଛ ମୂଳେ ଆଶ୍ରୟ ନେଇଥିଲେ। ଏହି ସମୟରେ ବଜ୍ରପାତ ମାରିବାରୁ ସେଠାରେ ଟଳି ପଡ଼ିଥିଲେ ରୀତା। ଏହାପରେ ନିକଟରେ ଥିବା ଅନ୍ୟ ଲୋକମାନେ ରୀତାଙ୍କୁ ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ଆଣିଥିଲେ। ମେଡିକାଲରେ ଡାକ୍ତର ରୀତାଙ୍କୁ ମୃତ ଘୋଷଣା କରିଥିଲେ। ଭଞ୍ଜନଗର ପୋଲିସ ମେଡିକାଲରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଥିବା ଜଣାପଡ଼ିଛି।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!