Monday, May 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଠିକାଦାରଙ୍କୁ ହତ୍ୟା ଅଭିଯୋଗ

by ସଞ୍ଜୟ ସ୍ୱାଇଁ
May 16, 2025
in Crime, State
ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌, ପୋଲିସ ଫୋର୍ସ ମୁତୟନ
41
VIEWS
Share on FacebookShare on Twitter

ପାଟଣାଗଡ଼, (ବାଘୁଆବାର୍ତ୍ତା): ଠିକାଦାରଙ୍କୁ ହତ୍ୟା ଅଭିଯୋଗ । ରାୟପୁର ଯାଇ ଘରକୁ ଫେରିନଥିଲେ । ଗୁରୁବାର ମିଳିଥିଲା ମୃତଦେହ । ବଲାଙ୍ଗିର ଜିଲ୍ଲା ବେଲପଡାରେ ଘଟିଛି ଏଭଳି ଅଭାବନୀୟ ଘଟଣା । ହତ୍ୟା ଅଭିଯୋଗ ଆଣି ପରିବାର ଏବଂ ଗ୍ରାମବାସୀ ବେଲପଡ଼ା ଥାନା ଘେରାଉ ସହ ରାସ୍ତା ରୋକ କରିଛନ୍ତି । ସୂଚନାଯୋଗ୍ୟ ଯେ, ଗତ ୮ ଦିନ ପୂର୍ବେ ବେଲପଡ଼ାର ଠିକାଦାର ପ୍ରଶାନ୍ତ ନିଆଲ ଏବଂ ଅନ୍ୟ ୩ ଜଣ ରାୟପୁର ଯାଇଥିଲେ । ସେଠାରୁ ୩ ଜଣ ଫେରିଥିବା ବେଳେ ପ୍ରଶାନ୍ତ ଫେରିନଥିଲେ । ପରିବାର ଲୋକ ପ୍ରଶାନ୍ତ ନିଖୋଜ ହୋଇଥିବା ନେଇ ଥାନାରେ ଅଭିଯୋଗ କରିଥିଲେ । ତେବେ ଗୁରୁବାର ପ୍ରଶାନ୍ତଙ୍କ ମୃତ ଦେହ ମହାସମୁନ୍ଦରେ ପଡ଼ିଥିବା ପରିବାର ଲୋକ ଖବର ପାଇଥିଲେ । ମୃତଦେହ ଦେଖିବା ପରେ ପରିବାର ଲୋକ ପ୍ରଶାନ୍ତକୁ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ । ଏ ନେଇ ଥାନା ଘେରାଉ କରିବା ସହ କଣ୍ଟାବାଞ୍ଜି-ପାଟଣାଗଡ଼ ମୁଖ୍ୟ ରାସ୍ତା ଅବରୋଧ କରିଥିଲେ ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!