Wednesday, April 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚକ ଫାଟିବାରୁ ଓଲଟିପଡ଼ିଲା ବୋଲେରୋ, ୧୬ଜଣ ଗୁରୁତର

by ସଞ୍ଜୟ ସ୍ୱାଇଁ
May 17, 2025
in Accident, State
ଚକ ଫାଟିବାରୁ ଓଲଟିପଡ଼ିଲା ବୋଲେରୋ, ୧୬ଜଣ ଗୁରୁତର
26
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଭଦ୍ରକ ଜିଲ୍ଲା ବାସୁଦେବପୁର ବେତଡା ଠାରେ ଓଲଟିପଡିଲା ବୋଲେରୋ । ବୋଲେରୋର ଆଗ ଚକ ଫାଟିବାରୁ ଗାଡିଟି ଦୁର୍ଘଟଣାଗ୍ରସ୍ତ । ଦୁର୍ଘଟଣାରେ ୧୬ଜଣ ଆହତ ହୋଇଛନ୍ତି । ଆହତ ମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ ଭଦ୍ରକ ଜିଲ୍ଲା ହସ୍ପିଟାଲକୁ ରେଫର କରାଯାଇଛି । ଗୁରୁତରଙ୍କୁ ପ୍ରାଥମିକ ଚିକିତ୍ସା ପରେ ଭଦ୍ରକ ଜିଲ୍ଲା ହସ୍ପିଟାଲ ଓ କଟକ ରେଫର କରାଯାଇଛି । ସୂଚନା ଅନୁଯାୟୀ, ଗତ ବିଳମ୍ବିତ ରାତିରେ କେନ୍ଦ୍ରାପଡ଼ାରୁ ବିବାହ ଭୋଜିଖାଇ ଚୂଡ଼ାମଣୀ ଫେରୁଥିବା ବାଟରେ ଓଲଟିପଡ଼ିଥିଲା ଗାଡ଼ି । ଗାଡ଼ିଟି ଦୃତ ଗତିରେ ଆସୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାର ଡିଭାଇଡରରେ ପିଟିହୋଇ ଦୁଇ ପାଲଟା ଖାଇ ଓଲଟି ପଡ଼ିଥିଲା । ଶବ୍ଦ ଶୁଣି ସ୍ଥାନୀୟ ଲୋକେ ପହଞ୍ଚି ଗାଡ଼ି ଭିତରେ ଚାପି ହୋଇରହିଥିବା ଲୋକଙ୍କୁ ଉଦ୍ଧାର କରିଥିଲେ । ଓଲଟିପଡ଼ିଥିବା ଗାଡ଼ି ଭିତରେ ଫସି ରହିଥିବା ଶିଶୁକୁ ଲୋକେ ଗାଡ଼ିକୁ ଟେକି ଉଦ୍ଧାର କରିଥିଲେ। ଏହାପରେ ଆମ୍ଵୁଲାନ୍ସ ଡାକି ହସ୍ପିଟାଲ ପଠାଇଲେ ସ୍ଥାନୀୟ ଲୋକେ ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!