Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରତୀକ୍ଷା ଓ ଓମପ୍ରକାଶ ଟପର

by ସଞ୍ଜୟ ସ୍ୱାଇଁ
March 10, 2021
in Education, Nayagarh
ପ୍ରତୀକ୍ଷା ଓ ଓମପ୍ରକାଶ ଟପର
379
VIEWS
Share on FacebookShare on Twitter

ରଣପୁର,(ବାଘୁଆବାର୍ତ୍ତା): ଆଜି ରଣପୁର ଶିକ୍ଷା ବ୍ଲକର ତୃତୀୟ ଓ ପଞ୍ଚମ ଶ୍ରେଣୀର ବୃତ୍ତି ପରୀକ୍ଷା ଫଳ ପ୍ରକାଶିତ ପାଇଛି । ପ୍ରକାଶ ପାଇଥିବା ବୃତ୍ତି ପରୀକ୍ଷା ରେଜଲ୍ଟ ତାଲିକା ଅନୁଯାୟୀ ରଣପୁର ସୁଆଁସିଆ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପ୍ରିୟଦର୍ଶିନୀ ବ୍ଲକରେ ସର୍ବାଧିକ ନମ୍ବର ରଖି ତୃତୀୟ ଶ୍ରେଣୀରେ ଟପର ହୋଇଥିବା ବେଳେ ସେହିପରି ପଞ୍ଚମ ଶ୍ରେଣୀରେ ନିଳପଲ୍ଲୀ ପ୍ରାଥମିକ ବିଦ୍ୟାଳୟର ଓମ ପ୍ରକାଶ ସାହୁ ସର୍ବାଧିକ ନମ୍ବର ରଖି ବ୍ଲକ ଟପର ହୋଇଥିବା ଜଣା ପଡିଛି । ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷାରେ ମୋଟ ୨୦ ଜଣ ଓ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାରେ ୨୦ ଜଣ ସଫଳ ଲାଭ କରିଥିବା ଜଣା ପଡିଛି । ପ୍ରତୀକ୍ଷା ଙ୍କର ସଫଳତାରେ ତାଙ୍କ ପିତା ଗଙ୍ଗାଧର ମହାରଣା ଓ ମାତା କନକଲତା ସ୍ୱାଇଁ ଅତ୍ୟନ୍ତ ଖୁସି ଓ ଗର୍ବ ଅନୁଭବ କରିଛନ୍ତି । ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀ ରିତାଞ୍ଜଳୀ ମହାରଣା ମଧ୍ୟ ଅତ୍ୟନ୍ତ ଆନନ୍ଦିତ ହେବା ସହ ପ୍ରତୀକ୍ଷାର ଉତ୍ତମ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇ ଛନ୍ତି । ଏହି ବୃତ୍ତି ପରୀକ୍ଷାରେ ସଫଳତା ଲାଭ କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ବ୍ଲକ ଶିକ୍ଷା ଅଧିକାରୀ ରତ୍ନାକର ପାଣି ଶୁଭେଚ୍ଛା ଜଣାଇବା ସହ ଆଶୀର୍ବାଦ ପ୍ରଦାନ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!