Monday, May 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରକାରୀ ଜମିରେ ଚାଲୁଥିଲା ଉଚ୍ଛେଦ, ଭାଙ୍ଗିଦେଲେ ଘରୋଇ ଜମିରେ ଥିବା ଘର

by ସଞ୍ଜୟ ସ୍ୱାଇଁ
May 17, 2025
in State
ସରକାରୀ ଜମିରେ ଚାଲୁଥିଲା ଉଚ୍ଛେଦ, ଭାଙ୍ଗିଦେଲେ ଘରୋଇ ଜମିରେ ଥିବା ଘର
76
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ସରକାରୀ ଜମିରୁ ଚାଲୁଥିଲା ଜବରଦଖଲ ଉଚ୍ଛେଦ । ଏହି ଉଚ୍ଛେଦ ସମୟରେ ଭାଙ୍ଗିଦେଲେ ଘରୋଇ ଜମିରେ ଥିବା ଘର । ଭଦ୍ରକ ଜିଲ୍ଲା ଚରମ୍ପା ଅଞ୍ଚଳରୁ ଆସିଛି ଏମିତି ଘଟଣା । ଖବର ଅନୁଯାୟୀ, ଗତ ୧୩ ତାରିଖ ଦିନ ଉଚ୍ଛେଦ ପ୍ରକ୍ରିୟା ଚାଲିଥିବା ବେଳେ ପୂର୍ବ ନିର୍ଦ୍ଧାରିତ ମାପ ଅନୁଯାୟୀ ଉଚ୍ଛେଦ ହୋଇଥିଲା । କିନ୍ତୁ ୧୪ ତାରିଖ ଦିନ ପୁଣି ଥରେ ସମାନ ସ୍ଥାନରେ ବିନା ନୋଟିସରେ ଉଚ୍ଛେଦ କରାଯାଇଥିଲା । ତେବେ ଏହି ଉଚ୍ଛେଦ ସଂପୂର୍ଣ୍ଣ ବ୍ୟକ୍ତିଗତ ଜମିରେ ହୋଇଥିବା କହିଛନ୍ତି । ଏମିତିକି ସେହି ଘରେ ଥିବା ଜିନିଷ ପତ୍ର ମଧ୍ୟ ନଷ୍ଟ ହୋଇଛି । ତେବେ ଘରୋଇ ଜମିରେ ଉଚ୍ଛେଦ ପରେ ସ୍ଥାନୀୟ ଲୋକେ ଭଦ୍ରକ ଜିଲ୍ଲାପାଳଙ୍କୁ ଭେଟିବା ସହ ଆଇନ ଅନୁସାରେ ଉଚ୍ଛେଦ କରିବାକୁ ଅନୁରୋଧ କରିଛନ୍ତି ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!