Sunday, May 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୟଦେବଙ୍କ ବୟାନ, ପୁରୁଖା ନେତାଙ୍କର ହେବ ଘର ବାହୁଡ଼ା

by ସଞ୍ଜୟ ସ୍ୱାଇଁ
May 17, 2025
in State
ଜୟଦେବଙ୍କ ବୟାନ, ପୁରୁଖା ନେତାଙ୍କର ହେବ ଘର ବାହୁଡ଼ା
81
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟ ରାଜନୀତିରେ ସୃଷ୍ଟି ହେବ କି ନୂଆ ସମୀକରଣ । ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନାଙ୍କ ବୟାନ ଏବେ ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି । ସେ କହିଛନ୍ତି ଯେ, ରାଜ୍ୟରେ କଂଗ୍ରେସ ବର୍ତ୍ତମାନ ଏକମାତ୍ର ବିକଳ୍ପ । କାରଣ ବିଜେଡି ଓ ବିଜେପି ଏକ । ଖାସ୍ କରି ଆମ ଦଳ ଛାଡିଥିବା ପୁରୁଖା ନେତାଙ୍କୁ ଘରକୁ ଫେରାଇବାକୁ ଆହ୍ୱାନ ଦେଇଛୁ । ଭୂପିନ୍ଦର ସିଂହ ନିଜେ ଅନୁଭବ କଲେଣି ଯେ କଂଗ୍ରେସ ପ୍ରସଙ୍ଗକୁ ନେଇ ଲଢେଇ କରୁଛି । ଆଗାମୀ ଦିନରେ କଂଗ୍ରେସ ରାଜ୍ୟରେ ସରକାର ଗଢିବ । ଆମେ ଅନେକ ନେତାଙ୍କୁ ଯୋଗାଯୋଗ କରିଛୁ , ଅନେକ ବି ଆମ ସହ ସଂପର୍କରେ ଅଛନ୍ତି । ଅନ୍ୟପଟେ ବିଜେଡି ନେତା ଭୂପିନ୍ଦର ସିଂ ବିସ୍ଫୋରକ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ, ଏବେ IPL ଚାଲିଛି, ଭଲ ପ୍ଲେୟାର୍ଙ୍କୁ ସମସ୍ତେ ନେବାକୁ ଚାହିଁବେ। ମୁଁ ଗୋଟେ ଭଲ ପ୍ଲେୟାର୍, ମୋ ପାଖରେ ସମର୍ଥନ ଅଛି। ଏବେ ମୋତେ କଂଗ୍ରେସରୁ ଅଫର୍ ଆସିଲାଣି। ୨୪ ନର୍ବାଚନରେ ବିଜେପି ଅଫର୍ ଦେଇଥିଲା, ଏବେବି ଦେଉଛନ୍ତି। ତେବେ କଂଗ୍ରେସକୁ ଫେରିବା ନେଇ ପଚାରିବାରୁ ସେ ସିଧା ଉତ୍ତର ନଦେଇ କହିଛନ୍ତି ଯେ ଭବିଷ୍ୟତକୁ କାହିଁକି ଯାଉଛ, ଆଜିରେ ବିଶ୍ୱାସ କର ?

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!