Sunday, May 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହାପ୍ରଭୁଙ୍କ ମହାପ୍ରସାଦକୁ ପୁଣି ଅସମ୍ମାନ, ହୋଟେଲର ଡାଇନିଂରେ ବସି କଲେ ପ୍ରସାଦ ସେବନ

by ସଞ୍ଜୟ ସ୍ୱାଇଁ
May 17, 2025
in State
ମହାପ୍ରଭୁଙ୍କ ମହାପ୍ରସାଦକୁ ପୁଣି ଅସମ୍ମାନ, ହୋଟେଲର ଡାଇନିଂରେ ବସି କଲେ ପ୍ରସାଦ ସେବନ
72
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ମହାପ୍ରଭୁଙ୍କ ମହାପ୍ରସାଦକୁ ପୁଣି ଅସମ୍ମାନ। ପୁରୀର ଏକ ତାରକା ହୋଟେଲରେ ଦେଖିବାକୁ ମିଳିଛି ଏଭଳି କିଛି ଦୃଶ୍ୟ ।ଏକ ହୋଟେଲର ଡାଇନିଂ ଟେବୁଲ୍ରେ ବସି କିଛି ପର୍ଯ୍ୟଟକ ମହାପ୍ରସାଦ ସେବନ କରୁଥିବାର ଦେଖିବାକୁ ମିଳିଛି।ଯାହାର ଭିଡ଼ିଓ ସୋସିଆଲ୍ ମିଡିଆରେ ଭାଇରାଲ ହେବାର ଲାଗିଛି । ସେପଟେ ଏହି ଖବର ପ୍ରଘଟ ହେବା ପରେ ଜଗନ୍ନାଥ ପ୍ରେମୀ ଓ ସେବାୟତଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଏହା ମହାପ୍ରସାଦକୁ ସଂପୂର୍ଣ୍ଣ ଅସମ୍ମାନ ବୋଲି ସ୍ପଷ୍ଟ ଜଣାପଡୁଛି । କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହିତ ଜଡ଼ିତ ମହାପ୍ରଭୁଙ୍କ ମହାପ୍ରସାଦ ଦୁର୍ମୂଲ୍ୟ ହୋଇଥିବା ବେଳେ ଏଭଳି କାର୍ଯ୍ୟ ଅତ୍ୟନ୍ତ ନିନ୍ଦନୀୟ । ଡାଇନିଂରେ ବସି ଖାଉଥିବା ପର୍ଯ୍ୟଟକ ଓଡ଼ିଆ ଲୋକ ବୋଲି ଜଣାପଡିଛି । ଜଣେ ଓଡ଼ିଆ ହୋଇ କିପରି ଭାବେ ମହାପ୍ରଭୁଙ୍କ ମହାପ୍ରସାଦଙ୍କୁ ଅସମ୍ମାନ କରିଲେ, ତାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏପିରିକି ଜଣେ ବ୍ରାହ୍ମଣ ମହାପ୍ରସାଦ ପରଷୁଥିବାର ଦେଖିବାକୁ ମିଳିଛି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କଲେ ଯେତିକି ପୁଣ୍ୟ ମିଳେ, ତାଠୁ ଅଧିକ ମହାପ୍ରସାଦ ସେବନ କଲେ ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ରହିଛି। ଓଡ଼ିଆ ଲୋକ ଏଭଳି କାର୍ଯ୍ୟ କରିବା ଏବଂ ଜଣେ ବ୍ରାହ୍ମଣ ମହାପ୍ରସାଦଙ୍କୁ ଏଭଳି ଅସମ୍ମାନ କରିବାକୁ ଜଗନ୍ନାଥ ପ୍ରେମୀ ନିନ୍ଦା କରିଛନ୍ତି।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!