Sunday, May 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯାତ୍ରୀବାହୀ ବସ୍-ବାଇକ୍ ମୁହାଁମୁହିଁ ଧକ୍କା, ବାଇକ୍ ଆରୋହୀ ମୃତ

by ସଞ୍ଜୟ ସ୍ୱାଇଁ
May 17, 2025
in State
ଯାତ୍ରୀବାହୀ ବସ୍-ବାଇକ୍ ମୁହାଁମୁହିଁ ଧକ୍କା, ବାଇକ୍ ଆରୋହୀ ମୃତ
57
VIEWS
Share on FacebookShare on Twitter

ମୋହନା, (ବାଘୁଆବାର୍ତ୍ତା): ଗଜପତି ଜିଲ୍ଲା ରା.ଉଦୟଗିରି ଥାନା ସୁଣ୍ଡରୁବା-ଶବରପଲି ରାସ୍ତାରେ ଯାତ୍ରୀବାହୀ ବସ୍ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି l ଫଳରେ ବାଇକ୍ରେ ଥିବା ୩ ଜଣଙ୍କ ମଧ୍ୟରୁ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି l ମୃତକ ହେଲେ କୁଲାପଥର ଗାଁର ସଞ୍ଜୟ ରଇତ । ୨ ଗୁରୁତରଙ୍କୁ ଉଦ୍ଧାର କରି ରା. ଉଦୟଗିରି ମେଡିକାଲରେ ଭର୍ତ୍ତି କରାଯାଇଛି । ବିକ୍ରାନ୍ତ ନାମକ ଏକ ଯାତ୍ରୀବାହୀ ବସ୍ ବ୍ରହ୍ମପୁରରୁ କେରେଡାଙ୍ଗ ଯାଉଥିଲା । ଏହି ସମୟରେ ବିପରୀତ ଦିଗରୁ ଗୋଟିଏ ବାଇକ୍ରେ ୩ ଜଣ ଆସୁଥିବା ବେଳେ ସୁଣ୍ଡରୁବା ଘାଟିରେ ଉଭୟଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି l ଫଳରେ ଘଟଣାସ୍ଥଳରେ ହିଁ ସଞ୍ଜୟଙ୍କ ମୃତ୍ୟୁ ଘଟିଛି l ୨ ଗୁରୁତର ଜ୍ୟେଷ୍ଠ ରଇତ ଓ ରିଙ୍କୁ ରଇତଙ୍କୁ ପ୍ରାଥମିକ ଚିକିତ୍ସା ପରେ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି l

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!