Sunday, May 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଡିଓଙ୍କୁ ଘେରିଲେ ଭତ୍ତାରୁ ବଞ୍ଚିତ ଯୋଗ୍ୟ ହିତାଧିକାରୀ

by ସଞ୍ଜୟ ସ୍ୱାଇଁ
May 17, 2025
in State
ବିଡିଓଙ୍କୁ ଘେରିଲେ ଭତ୍ତାରୁ ବଞ୍ଚିତ ଯୋଗ୍ୟ ହିତାଧିକାରୀ
70
VIEWS
Share on FacebookShare on Twitter

ପୁରୁଷତ୍ତମପୁର, (ବାଘୁଆବାର୍ତ୍ତା): ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ପଞ୍ଚାୟତରେ ବହୁ ଯୋଗ୍ୟ ହିତାଧିକାରୀ ଭତ୍ତା ପାଇବାରୁ ବଞ୍ଚିତ ଅଛନ୍ତି। ଗରିବ, ବୟସାଧିକ ହିତାଧିକାରୀମାନେ ଭତ୍ତା ପାଉ ନ ଥିବାରୁ ଅସନ୍ତୋଷ ଦେଖାଦେଇଛି। ଏହାର ପ୍ରତିବାଦରେ ଶନିବାର ହୁଣ୍ଡତ, କେ.ଏନ.ପୁର ଓ ବଡ଼ଖରିଡାର ୭୦ ବର୍ଷରୁ ଉର୍ଦ୍ଧ୍ୱ ବୃଦ୍ଧାବୃଦ୍ଧ ବ୍ଲକ କାର୍ଯ୍ୟାଳୟକୁ ଆସି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସେମାନେ ଅଭିଯୋଗ କରିଛନ୍ତି ଯେ, ଭତ୍ତା କରାଇ ଦେବାପାଇଁ ପଞ୍ଚାୟତ, ବ୍ଳକ କାର୍ଯ୍ୟାଳୟ ଓ ନିର୍ବାଚିତ ପ୍ରତିନିଧିଙ୍କ ନିକଟକୁ ବାରମ୍ବାର ଦୌଡିଥିଲେ ସୁଦ୍ଧା କେହି ଗୁହାରି ଶୁଣୁନାହାନ୍ତି। ବୟସ ୬୦ ପାର ହୋଇଥିଲେ ମଧ୍ୟ କାହିଁକି ବାର୍ଦ୍ଧକ୍ୟ ଭତା ପ୍ରଦାନ କରାଯାଉନାହିଁ ବୋଲି ସେମାନେ ବିଡିିଓଙ୍କୁ ପ୍ରଶ୍ନ କରିଥିଲେ l ବିଡିଓ ଶରତ କୁମାର ପାତ୍ର ସେମାନଙ୍କୁ ବୁଝାଶୁଝା କରିବା ସହ ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ଡକାଇ ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ। ତୁରନ୍ତ ଏଥିପ୍ରତି ଗୁରୁତ୍ୱ ଦେଇ ଆଗାମୀ ଦିନରେ କିପରି ଯୋଗ୍ୟମାନଙ୍କୁ ଭତ୍ତା ମିଳିପାରିବ ସେ ନେଇ ପଦକ୍ଷେପ ନିଆଯିବ ବୋଲି ବିଡିଓ କହିଛନ୍ତି।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!